ବୁଧ,ଗୁରୁ ସ୍କୁଲ ଛୁଟି

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ ରହବ। ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଅସହ୍ୟ ତାତି ଲାଗିି ସକାଳ ଆଠଟାରୁ ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ଏ ନେଇ ପୂର୍ବରୁ ମଧ୍ୟ ଛୁଟି ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri