Posted inଖେଳ

ଅନ୍ତିମ ଦିବସରେ ଭାରତକୁ ଆଉ ୨ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୪ା୭: କୋରିଆର ଚାଙ୍ଗ୍‌ଓନ୍‌ଠାରେ ଚାଲିଥିବା ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋର୍ଟ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌)ର ଜୁନିୟର ବିଶ୍ୱ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ କମଲଜିତ୍‌ଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ ଆଉ ୨ ସ୍ବର୍ଣ୍ଣ ଜିତିପାରିଛି। ସୋମବାର ସେ ପୁରୁଷ ୫୦ ମିଟର ପିସ୍ତଲର ଉଭୟ ବ୍ୟକ୍ତିଗତ ଓ ଟିମ୍‌ ଇଭେଣ୍ଟ ଜିତିଛନ୍ତି। ଚାମ୍ପିୟନଶିପ୍‌ରେ ଭାରତ ୬ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୫ ବ୍ରୋଞ୍ଜ ସହ ମୋଟ ୧୭ ପଦକ ହାସଲ କରି ଚାଇନା ପଛକୁ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଚାଇନା ୧୨ ସ୍ବର୍ଣ୍ଣ ସମେତ ମୋଟ ୨୮ ପଦକ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୧ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri