Posted inଜାତୀୟ

ପୁଣି ୨ଏମପି ନିଲମ୍ବିତ

ନୂଆଦିଲ୍ଲୀ,୨୦।୧୨: ସଂସଦ ତାତି ଥମି ନ ଥିବାବେଳେ ପୁଣି ୨ଏମପିଙ୍କୁ ନିଲମ୍ବିତ କରାଯାଇଛି। ବୁଧବାର, ଗୃହ ଅବମାନନା ମାମଲାରେ ବାଚସ୍ପତି ଦୁଇ ବିରୋଧୀ ଦଳ ନେତା ସି ଥମାସ ଏବଂ ଏ ଏମ ଆରିଫଙ୍କୁ ସଂସଦ ଅଧିବେଶନ ସରିବା ପର୍ଯ୍ୟନ୍ତ ନିଲମ୍ବିତ କରିଛନ୍ତି। ଏବେ ପର୍ଯ୍ୟନ୍ତ ମୋଟ ଲୋକସଭା ଓ ରାଜ୍ୟସଭାରୁ ୧୪୩ ଏମପିଙ୍କୁ ନିଲମ୍ବିତ କରାଯାଇଛି।ସୂଚନାଯୋଗ୍ୟ, ସୋମବାର ଲୋକସଭାରୁ ୩୩, ରାଜ୍ୟସଭାରୁ ୪୫, ମଙ୍ଗଳବାର ୪୯ ଏମପିଙ୍କୁ ନିଲମ୍ବିତ ହୋଇଛନ୍ତି। ଗତ ସପ୍ତାହ ଅର୍ଥାତ ଡିସେମ୍ବର୧୪ରେ ଲୋକସଭାରୁ ୧୩ ଏବଂ ରାଜ୍ୟସଭାରେ ଜଣେ ଏମପିଙ୍କୁ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri