ଶିମିଳିପାଳରୁ ୨ ଦେଶୀ ବନ୍ଧୁକ ଜବତ

ଖୁଣ୍ଟା,୧୭ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଡୁକୁରା ବନ୍ୟପ୍ରାଣୀ ବିଭାଗ ପାଟ୍ରୋଲିଂ ସମୟରେ ଶିମିଳିପାଳ ଅଭ୍ୟୟାରଣ୍ୟ ମଧ୍ୟରୁ ୨ ଦେଶୀ ବନ୍ଧୁକ ଜବତ କରିଛି। ଅଭୟାରଣ୍ୟର କମ୍ପାର୍ଟମେଣ୍ଟ ଇଡି-୪ର ଚୁନଭାଟି- ଖଲାଡି ଅଞ୍ଚଳରେ ଥିବା ପାଦଚଲା ରାସ୍ତାରେ ଶିକାରୀମାନେ ବନ୍ୟଜନ୍ତୁ ଶିକାର ଉଦ୍ଦେଶ୍ୟରେ ପୂର୍ବରୁ ବନ୍ଧୁକ ଦୁଇଟି ଲୁଚାଇ ରଖିଥିଲେ। ଫୁଲବାଡ଼ିଆ ସେକ୍ସନର ଫରେଷ୍ଟର ଆରତୀ ମାରାଣ୍ଡିଙ୍କ ନେତୃତ୍ୱରେ ଏଟିପିଏଫ୍‌ ଫରେଷ୍ଟ ଗାର୍ଡ଼ ସୁଶାନ୍ତ କୁମାର ବେହେରା ପାଟ୍ରୋଲିଂ କରୁଥିବା ବେଳେ ଏହି ବନ୍ଧୁକ ୨ଟିକୁ ଜବତ କରିଥିଲେ। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ବନ ବିଭାଗ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ହେଉଛି ସମୁଦ୍ର ସ୍ନାନ

ପୁରୀ ଅଫିସ, ୧୮ା୧୦: ଆସୁଛି ପର୍ଯ୍ୟଟନ ଋତୁ। ଏଥିପାଇଁ ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସାଧାରଣତଃ ଶ୍ରୀମନ୍ଦିର ଦର୍ଶନ ପରେ ସ୍ବର୍ଣ୍ଣାଭ ବେଳାଭୂମିରେ ବୁଲିବା...

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ...

କୁଳିପୋଷ ବନାଞ୍ଚଳ ପକ୍ଷରୁ ସଚେତନତା ଶିବିର :ଜଙ୍ଗଲ ନିଆଁ ନିବାରଣ ଉପରେ ଗୁରୁତ୍ୱ

ଲହୁଣୀପଡା, ୧୫।୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଡଳେଇସରଠାରେ କୁଳିପୋଷ ବନାଞ୍ଚଳ ପକ୍ଷରୁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି...

ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ

ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍‌ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ...

୧୦ ଦଫା ଦାବିରେ ପାଚିକା ସହାୟିକା ସଂଘର ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୬।୪: ନିଖିଳ ଓଡ଼ିଶା ଏମ୍‌ଡିଏମ୍‌ ପାଚିକା ସହାୟିକା ସଂଘ ବଲାଙ୍ଗୀର ଜିଲା କମିଟି ପକ୍ଷରୁ ମଙ୍ଗଳବାର ୧୦ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ...

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା

ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍‌ଆର୍‌ଏଫ୍‌) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା...

ନାରୀ ସଶକ୍ତିକରଣ ଶୋଭାଯାତ୍ରା

କେନ୍ଦୁଝର,୧୦ା୬(ସ୍ବ.ପ୍ର.): ସ୍ଥାନୀୟ ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦୁର୍ଗାବାହିନୀ ଓ ମାତୃଶକ୍ତି ପ୍ରାନ୍ତୀୟ ଶୌର୍ଯ୍ୟ ପ୍ରଶିକ୍ଷଣ ବର୍ଗ ଗତ ୫ ତାରିଖରୁ...

ଅସାହା ବୁରୁଧ୍‌କୁଁ ମିଲ୍‌ଲା ଚିକିଛା ସେବା: ସହଯୋଗର ହାତ୍‌ ବଢ଼ାଲେ ସାମାଜିକ କରମୀ

ରାଉରକେଲା ଅଫିସ,୨୫ା୩- ଜଂଗଲ ମୂଲକ୍‌ର ମୁନୁଷ୍‌ ଜୀବନମାସୀ ଖାଖା (୮୦)। ଘର ବାଙ୍କି ପଁଚେତ୍‌ ଅଧୀନ ଝାରଜଂଗଲ ଘେରା ବାଂଶକୋନା ଗାଁରେ। ସେ ଗୁଟେ ଝୁପଡ଼ି...

Advertisement
Archives

Model This Week