ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ ବେଦନାରେ ଛଟପଟ ହେଉଥିବା ସୂଚନା ମିଳିଛି। ବନବିଭାଗ, ପୋଲିସ ଓ ପ୍ରାଣୀଧନ ଚିକିତ୍ସକ ଘଟଣାସ୍ଥଳରେ ରହି ନଜର ରଖିଛନ୍ତି। ମାଈହାତୀଟି କଷ୍ଟରେ ମାଟିରେ ଗଡୁଥିବାବେଳେ ଅନ୍ୟ ହାତୀ ତାକୁ ଜଗିରହିଥିବା ଦେଖିବାକୁ ମିଳିଛି। ସୂଚନା ଅନୁସାରେ କିଛିଦିନ ପୂର୍ବରୁ ୨୫ ହାତୀ ମୟୂରଭଞ୍ଜରୁ ଚମ୍ପୁଆ ରେଞ୍ଜ୍‌ ଅଞ୍ଚଳକୁ ପଶି ଆସିଥିଲେ। ହାତୀ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିବା ସହିତ ହାତୀକୁ ହଇରାଣ ହରକତରୁ ଦୂରେଇ ରଖିବା ପାଇଁ ସେଠାରେ ପୋଲିସ ଜଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri