କଟକ ଅଫିସ, ୧୩।୮: ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାସ। ଶନିବାର ଅପରାହ୍ନ ୩ଟା ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଶପଥ ତାଙ୍କୁ ପାଠ କରାଇବେ। ତେବେ ଏହାକୁ ମିଶାଇ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୨୪କୁ ବଢିବ।
କଟକ ଅଫିସ, ୧୩।୮: ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାସ। ଶନିବାର ଅପରାହ୍ନ ୩ଟା ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଶପଥ ତାଙ୍କୁ ପାଠ କରାଇବେ। ତେବେ ଏହାକୁ ମିଶାଇ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୨୪କୁ ବଢିବ।
ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍ ହିଅଙ୍ଗ ମିନ୍ଙ୍କୁ ବ୍ଲାକ୍ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...
ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...
ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...
ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...
ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...
ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...
ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...
ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...
