ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଏହି ନିଯୁକ୍ତି ମିଳିଥିବା ନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ୨୦୨୨ ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ନିଯୁକ୍ତି ପାଇଁ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କ ନାମ ସୁପାରିସ କରିଥିଲେ। ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବାବେଳେ ଚିତ୍ତରଞ୍ଜନ ଦାଶ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲା କାୟାକଳ୍ପ ଟିମ୍‌

ଅନୁଗୋଳ ଅଫିସ, ୨୬।୧୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଗୁରୁବାର କାୟାକଳ୍ପ ଟିମ୍‌ ପରିଦର୍ଶନ କରିଛନ୍ତି। ଏହି ଟିମ୍‌ ଆସିବା ପୂର୍ବରୁ ବୁଧବାର ରାତିରେ...

୧ କୁଇଣ୍ଟାଲ ୯୮ କେଜି ଗଞ୍ଜେଇ ଜବତ: ଧରାପଡ଼ିଲେ ଅଟୋ ଚାଳକ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ରବିବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରି ଜଣଙ୍କୁ ଗିରଫ କରିଛି। ଅବକାରୀ ବିଭାଗର ମୋବାଇଲ ଟିମ୍‌...

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି...

ଖଣି ପରେ ଖଣିଜ ପାଣ୍ଠିରେ ବି ଅନିୟମିତତା

ଯାଜପୁର ଅଫିସ,୩୧ା୫: ଖଣିରୁ ଆସିଥିବା ଖଣିଜ ପାଣ୍ଠିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଶାହା କମିଶନଙ୍କ ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ଖଣିଜ ପଦାର୍ଥ ଲୁଟିଥିବା...

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।...

୮ ଦିନରେ ୩୭୧୩୨୨ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର ଅଫିସ,୫ା୭- ବ୍ରହ୍ମପୁରରେ କରୋନା ସ୍ଥିତି ସଙ୍ଗିନ ହେଉଛି। ଏହାକୁ ପ୍ରତିହତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆରମ୍ଭ ହୋଇଥିବା ମିଶନ ଜିରୋ...

ଖୋଡ଼ାସିଂ ତୋରଣ ମୁଖ୍ୟ ଆକର୍ଷଣ

ବ୍ରହ୍ମପୁର ଅଫିସ,୧୯।୧୦: ରେଶମ ସହରରେ କାଳୀପୂଜା ଲାଗି ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଆସନ୍ତା ୨୪ ତାରିଖରେ ମା’ କାଳୀଙ୍କ ପୂଜା ଆରମ୍ଭ ହେବ। ସହରରେ ମୁଖ୍ୟତଃ...

ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ...

Advertisement
Archives

Model This Week