ଓପିଏସ୍‌ସିରେ ଯୋଗଦେଲେ ୨ ନୂତନ ସଦସ୍ୟ

କଟକ ଅଫିସ,୩୦ା୮:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ସନତ କୁମାର ମହାନ୍ତି ଯୋଗଦେଇଛନ୍ତି। ସୋମବାର ଓପିଏସସି ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ତାଙ୍କୁ ଶପଥ ପାଠ କରାଇଛନ୍ତି। ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲାପାଳ ଥିଲେ। ଗତ ମାର୍ଚ୍ଚରେ ସେ ଅବସର ଗ୍ରହଣ କରିଥିଲେ। ଏହାପରେ ସେ ଓପିଏସ୍‌ସି ସଦସ୍ୟ ଭାବେ ଯୋଗଦେଇଛନ୍ତି। ସେହିପରି ଓପିଏସ୍‌ସିର ଅନ୍ୟତମ ସଦସ୍ୟ ଭାବେ ଡ. ସରିତା ସୁପକାର ଯୋଗଦେଇଛନ୍ତି। ଡ. ସୁପକାର ପୂର୍ବରୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଚାରିପାଖେ ୧୪୪ ଧାରା

ପୁରୀ ଅଫିସ,୪।୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଗୁରୁବାର ଦୀପାବଳିରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି ହୋଇଛି। ସେହିପରି ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱରେ ଜନସମାଗମ...

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ ଅଫିସ,୬।୭: ଦକ୍ଷିଣମୋଡ଼ କରାଗଲା ତିନି ରଥ। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ...

ରାଇବଣିଆରେ ହାତୀ ଉପଦ୍ରବ, ଭାଙ୍ଗିଲେ ବହୁ ଘର

ବାଲେଶ୍ୱର ଅଫିସ, ୯।୧୧-ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ପ୍ରବେଶ କରି ବହୁ ଧନଜୀବନ ନଷ୍ଟ ହୋଇଛି। ସ୍ଥାନୀୟ ବାସିନ୍ଦା ଏକପ୍ରକାର ଭୟ...

ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.) ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ...

ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି

ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ...

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି।...

ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ...

ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୫ ଗିରଫ

ଜୁନାଗଡ଼, ୭।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଜଣକୁ ଗିରଫ କରିଛି।...

Advertisement
Archives

Model This Week