କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍‌

କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ରହିଛନ୍ତି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କଠାରେ ପଜିଟିଭ ଥିବା ଚିହ୍ନଟ ହୋଇଥିଲା। ୨ ନର୍ସ ସମ୍ପୃକ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି। ହସ୍ପିଟାଲର ୫୨ ଜଣ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଯାଇଥିଲା। ସେମାନଙ୍କ ମଧ୍ୟରୁ ୫୦ ଜଣଙ୍କର ନେଗିଟିଭ ଆସିଛି। ଆକ୍ରାନ୍ତ ୨ ନର୍ସଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri