ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ମିଳିଛି। ଅଫ୍‌ଲାଇନରେ ୧୨,୩୨୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏଥିରେ ୮୪୬୦ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ୬୮.୭୬ ପ୍ରତିଶତ ରହିଛି।

କଳାରେ ୬ ହଜାର ୩୧୦ ଛାତ୍ରୀଛାତ୍ର ପାସ କରିଥିବା ବେଳେ ବାଣିଜ୍ୟରେ ୪୨୨, ବିଜ୍ଞାନରେ ୧୫୦୧ ଓ ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରୀଛାତ୍ର ପାସ କରିଛନ୍ତି। ପରୀକ୍ଷାରେ ଛାତ୍ରମାନଙ୍କ ପାସ ହାର ୬୨.୭ ପ୍ରତିଶତ ଥିବା ବେଳେ ଛାତ୍ରୀଙ୍କ ପାସ ହାର ୬୭.୭୬ ପ୍ରତିଶତ ରହିଛି । ଅକ୍ଟୋବର ୧ ରୁ ୧୧ତାରିଖ ଯାଏ ଅଫ୍‌ଲାଇନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ରାଜ୍ୟର ୧୩ ହଜାର ୪୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଆବେଦନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri