ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍‌ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍‌ ଦକ୍ଷତାର ସହ ଜାରି ରହିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଉଭୟ ମୂଲ୍ୟାୟନ କେନ୍ଦ୍ର ଜୋନ୍‌ ସୁପରଭାଇଜର ଭାବେ କାର୍ଯ୍ୟ ତୁଲାଉଛନ୍ତି। ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଭଳି ଅଞ୍ଚଳରେ ଟାଓ୍ବାର ଉପରେ ଭରସା ନ ଥିବା ଜିଲା ସଦର ମହକୁମା ଫୁଲବାଣୀ ପରେ ଏହା ଦ୍ୱିତୀୟ ଅନ୍‌ଲାଇନ୍‌ ଅଫଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇପାରିଛି।

ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ଏହା ଏକ ସମୟୋଚିତ ଅଭିନବ ପ୍ରୟାସକୁ ବିଭିନ୍ନ ମହଲରୁ ସାଧୁବାଦ ଜଣାଯାଇଛି। ଏହି ମୂଲ୍ୟାୟନର ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୨ତାରିଖରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବାକୁ ଥିବା ବେଳେ ଏହାର ଦ୍ୱିତୀୟ ପର୍ଯ୍ୟାୟ ୧୫ ଏପ୍ରିଲରେ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହେବ ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri