କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ କହିଛନ୍ତି, ମୁଖ୍ୟ ଓପିଡିରେ ସବୁବେଳେ ଗହଳି ଲାଗି ରହୁଛି ା ଅନ୍‌ଲକ୍‌ ପରଠାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଦୈନିକ ଅନେକ ରୋଗୀ ଆସୁଛନ୍ତି। ଅପରପକ୍ଷେ ଶୀତଋତୁରେ ଥଣ୍ଡା ବଢିଲେ କରୋନା ସଂକ୍ରମଣ ବଢିପାରେ। ତେଣୁ ସର୍ଜିକାଲ ଓ ରେଡିଏସନ ଅଙ୍କୋଲୋଜି ଓପିଡି ଲିନାକ୍‌ ସାମ୍ନାରେ ନୂତନ ଭାବେ ନିର୍ମାଣ ହୋଇଥିବା ଘରକୁ ସ୍ଥାନାନ୍ତର କରାଯିବ। ଫଳରେ ଭିଡ ଓ କରୋନା ସଂକ୍ରମଣର ଭୟକୁ ଏଡାଇ ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କ ଦ୍ୱାରା ହରିଣ ଛୁଆ ଉଦ୍ଧାର

ଓଡ଼ଗାଁ, ୨୩।୯(ସ୍ବ.ପ୍ର.)-ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ବହୁ ନଜିର ରହିଛି ା ଏପରିସ୍ଥଳେ...

ଆଜି ରାଜ୍ୟରୁ ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୨୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୬,୧୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଯୌତୁକଜନିତ ବଧୂ ହତ୍ୟା ନେଇ ଶାଶୁ, ଶ୍ୱଶୂର, ସ୍ବାମୀଙ୍କ ନାମରେ ଅଭିଯୋଗ

କୃଷ୍ଣପ୍ରସାଦ,୨ା୭.(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳ ଗାଁରେ ଜଣେ ନବ ବିବାହିତା ବଧୂଙ୍କୁ ଅଧିକ ଯୌତୁକ ଦାବି କରି ସୋମବାର ହତ୍ୟା କରାଯାଇଥିବା କୃଷ୍ଣପ୍ରସାଦ ଥାନାରେ...

କାଦେ ମାଝୀ ହତ୍ୟାକାଣ୍ଡ ଘଟଣା: ୨ ଗିରଫ

ପାଟଣା,୩୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ଗତ ଗୁରୁବାର...

ସୁକ୍ରୁ ହତ୍ୟା ଘଟଣାର ପର୍ଦ୍ଦାଫାଶ: ଜଣେ ଗିରଫ

ସୁନ୍ଦରଗଡ଼,୨୯ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମରେ ହୋଇଥିବା ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ୬ ଦିନ ପରେ ଗୁରୁବାର କୁତ୍ରା ପୋଲିସ ଗିରଫ...

ଦଶମ ଶ୍ରେଣୀ ଫାଇନାଲ ପ୍ରାକ୍ଟିସ୍‌ ଟେଷ୍ଟ କାର୍ଯ୍ୟସୂଚୀ ପ୍ରକାଶିତ

କଟକ ଅଫିସ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ...

ଫଳକରେ ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ...

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର ଅଫିସ,୧୯।୧: ବାଲେଶ୍ୱର ଷ୍ଟେଶନ ପାଖ ଅଡ଼ର ବଜାର ନିକଟ ରେଳ ଧାରଣାରୁ ରବିବାର ସକାଳେ ପୋଲିସ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ...

Advertisement


Archives

Model This Week