କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ କହିଛନ୍ତି, ମୁଖ୍ୟ ଓପିଡିରେ ସବୁବେଳେ ଗହଳି ଲାଗି ରହୁଛି ା ଅନ୍‌ଲକ୍‌ ପରଠାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଦୈନିକ ଅନେକ ରୋଗୀ ଆସୁଛନ୍ତି। ଅପରପକ୍ଷେ ଶୀତଋତୁରେ ଥଣ୍ଡା ବଢିଲେ କରୋନା ସଂକ୍ରମଣ ବଢିପାରେ। ତେଣୁ ସର୍ଜିକାଲ ଓ ରେଡିଏସନ ଅଙ୍କୋଲୋଜି ଓପିଡି ଲିନାକ୍‌ ସାମ୍ନାରେ ନୂତନ ଭାବେ ନିର୍ମାଣ ହୋଇଥିବା ଘରକୁ ସ୍ଥାନାନ୍ତର କରାଯିବ। ଫଳରେ ଭିଡ ଓ କରୋନା ସଂକ୍ରମଣର ଭୟକୁ ଏଡାଇ ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍‌.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ...

ସଡ଼କ ସୁରକ୍ଷା ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଦେଶରେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହା ଜାନୁୟାରୀ ୧୮ରୁ ଫେବୃୟାରୀ ୧୭ ତାରିଖ ଯାଏ ଚାଲିବ। ଏହି ଅବସରରେ...

ବନ୍ଦ ହେଲା ମଧୁବନ ସାପ୍ତାହିକ ହାଟ

ରସୁଲପୁର,୧୧।୪(ଡିଏନଏ): ହାଟଗୁଡିକରେ ସାମାଜିକ ଦୂରତ୍ୱ ଓ ସଂଗରୋଧ ରକ୍ଷା କରାଯାଉ ନ ଥିବାରୁ ଏହାକୁ କରୋନା ପାଇଁ ଉଷ୍ମପ୍ରବଣ ଅଞ୍ଚଳ ବୋଲି ମନେ କରାଯାଉଛି। ଏହିକ୍ରମରେ...

ପଡିଆରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ...

ସରିଲା ଜିଲା ବରିଷ୍ଠ ଖୋ-ଖୋ ଦଳ ଚୟନ: ୬ରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମଙ୍ଗଳବାର ଯାଜପୁର ଜିଲାସ୍ତରୀୟ ଖୋ-ଖୋ ଦଳ ଚୟନ ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି।...

ଆଜି ରାଜ୍ୟରେ ୭୩ ପଜିଟିଭ୍‌ ଚିହ୍ନଟ, ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ...

‘ଆତଙ୍କିତ ପରିସ୍ଥିତି ସୃଷ୍ଟି କରନ୍ତୁ ନାହିଁ’

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ୫ ତାରିଖ ବୁଧବାରଠାରୁ ରାଜ୍ୟରେ ୧୪ ଦିନିଆ ଲକ୍‌ଡାଉନ ଆରମ୍ଭ ହେଉଛି। ଏଥିପାଇଁ ଲୋକେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ କିଣି ଘରେ...

Advertisement
Archives

Model This Week