ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁସାରେ, ରାଉରକେଲା ଅଞ୍ଚଳରୁ ଆସିଥିବା ଜ୍ଞାନେନ୍ଦ୍ର ସ୍ୱାଇଁ ନାମକ ବ୍ୟକ୍ତି ସାଥିରେ ଜଣେ ଯୁବତୀ ସମ୍ପୃକ୍ତ ଅଞ୍ଚଳକୁ ଆସିଥିଲେ । ଆଜି ପ୍ରାୟ ୧୦ଟା ବେଳେ ବ୍ରାହ୍ମଣୀ ନଦୀ କୂଳ ନିକଟରେ ଏକ ବାଇକ ଓ କିଛି କପଡା ଥିବା ନେଇ ନିକଟ ଗ୍ରାମ ବାସିନ୍ଦାଙ୍କ ସନ୍ଦେହ ସୃଷ୍ଟି ହୋଇଥିଲା । ଏନେଇ ପୋଲିସ ଓ ଅଗ୍ନିଶମ ବିଭାଗକୁ ଜଣାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି କରିଥିଲେ । ପରେ ନଦୀରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲେ।

ଯୁବକଙ୍କ ପରିବାର ଲୋକେ ଖବର ପାଇ ଆସିଥିବା ବେଳେ ଯୁବତୀଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ । ତେବେ କେଉଁ ପରିସ୍ଥିତିରେ ଉଭୟଙ୍କର ମୃତ୍ୟୁ ହେଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ଖବରପାଇ ଚାନ୍ଦିପୋଷ ପୋଲିସ ଶବ ଜବତ କରି ବ୍ଯବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?