ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ଦୁବାଇ, ୨।୧୦: ଆବୁଧାବିର ଏକ ଏୟାର ଆମ୍ବୁଲାନ୍ସ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। କ’ଣ ପାଇଁ ଦୁର୍ଘଟଣା ଘଟିଲା ତାହା ଜଣାପଡି ନାହିଁ। ମୃତକଙ୍କ ମଧ୍ୟରେ ୨ ଜଣ ପାଇଲଟ, ଜଣେ ଡାକ୍ତର ଓ ଜଣେ ନର୍ସ ଅଛନ୍ତି। ମୃତକଙ୍କ ପାଇଁ ଆବୁଧାବି ପୋଲିସ ମୁଖ୍ୟାଳୟ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ

ସିଡ୍‌ନୀ,୬।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ନିଆଁରେ ପାଖାପାଖି ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ ହୋଇଥିବା ଅନୁମାନ...

ରାଷ୍ଟ୍ରପତି ରାକାଫୋସା ଏଏନ୍‌ସି ନେତା ନିର୍ବାଚିତ

ଜୋହାନ୍ସବର୍ଗ ,୧୯।୧୨: ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍‌ ରାମାଫୋସା ସୋମବାର ଶାସକ ଦଳ ଆଫ୍ରିକାନ୍‌ ନ୍ୟାଶନାଲ କଂଗ୍ରେସ (ଏଏନ୍‌ସି) ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି।...

ଅସୁବିଧାରେ ଫସିଥିବା କିମ୍‌ ଜୋଙ୍ଗ୍‌ ଭଉଣୀଙ୍କୁ ଦେଲେ ଏହି ବଡ଼ ଦାୟିତ୍ୱ

ସିଓଲ,୨୧ା୮: କରୋନା ଭାଇରସ୍‌ ଏବଂ ବିଶ୍ୱସ୍ତରୀୟ ପ୍ରତିବନ୍ଧକ ଯୋଗୁ ଉତ୍ତରକୋରିଆର ଆର୍ଥତ୍କ ମେରୁଦଣ୍ଡ ଭୁଶୁଡ଼ି ପଡ଼ିଛି। ଫଳରେ ଏଠାକାର ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବହୁତ...

ଖବର କାଗଜ ଅବା ଚିଠିରେ ବ୍ୟାପେନା କରୋନା

ଓ୍ବାଶିଂଟନ,୨୬।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନାର ସଂକ୍ରମଣ ନେଇ ନାନା ଗୁଜବ ମଧ୍ୟ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳୁଛି। ଭର୍ଜିନିଆ...

ସ୍ପାଏ ଡ୍ରୋନ୍‌ ମୁତୟନ କରିବ ଚାଇନା

ଓ୍ବାଶିଂଟନ୍‌, ୨୦।୪: ଚାଇନା ମିଲିଟାରି ଖୁବ୍‌ଶୀଘ୍ର ଉଚ୍ଚ-ତୀବ୍ରତା ବିଶିଷ୍ଟ ଗୋଇନ୍ଦା ଡ୍ରୋନ୍‌ ମୁତୟନ କରିବାକୁ ଯୋଜନା କରୁଛି। ଲିକ୍‌ ହୋଇଥିବା ଆମେରିକୀୟ ମିଲିଟାରି ଡକ୍ୟୁମେଣ୍ଟରେ ଏହା...

ୟୁକ୍ରେନ ଉପରେ ପୁଣି କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ

କିଭ୍‌,୧୮ା୨: ପ୍ରାୟ ଏକ ବର୍ଷ ଧରି ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ ହେବାର ନାଁ ନେଉନି। ରୁଷିଆ କ୍ରମାଗତ ଭାବରେ ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର...

ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ: ଡାକ୍ତର-ଶିକ୍ଷକ-ବୟସ୍କଙ୍କୁ ପ୍ରଥମେ

ମସ୍କୋ, ୬।୧୨: କରୋନା ଲଢ଼େଇରେ ପ୍ରଥମ ଦେଶଭାବେ ରୁଷ୍‌ରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମେ ଡାକ୍ତର,ଶିକ୍ଷକ...

ମାଲିରେ ଜାତିସଂଘର ଶାନ୍ତି ସେନାଙ୍କ କନଭେ ଉପରେ ଆଇଇଡି ଆକ୍ରମଣ, ୩ ମୃତ ୫ ଆହତ

ବମାକୋ,୨୨ ।୨: ବିଶ୍ୱର ସବୁଠାରୁ ବିପଜ୍ଜନକ ଜାତିସଂଘର ଶାନ୍ତି ମିଶନକୁ ମଙ୍ଗଳବାର ଅର୍ଥାତ୍ ଫେବୃୟାରୀ ୨୧ରେ ବଡ ଝଟକା ଲାଗିଛି । ମଧ୍ୟ ମାଲିରେ ଜାତିସଂଘର...

Advertisement
Archives

Model This Week