Posted inଜାତୀୟ

ପୋଲିସ ଉପରେ ଖୋଲା ଗୁଳି ଚଳାଇଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୧୦।୧୨: ଜମ୍ମୁ-କଶ୍ମୀରର ବାନ୍ଦିପୋରା ଜିଲାରେ ଶୁକ୍ରବାର ପୋଲିସ କର୍ମୀଙ୍କ ଉପରେ ଖୋଲା ଗୁଳି ଚଳାଇଛନ୍ତି ଆତଙ୍କବାଦୀ। ଏଥିରେ ଦୁଇ ପୋଲିସ କର୍ମୀ ଶହୀଦ ହୋଇଥିବା ଜଣାପଡ଼ିଛି। ବାନ୍ଦିପୋରାର ଗୁଲଶାନ ଛକଠାରେ ଏହି ଘଟଣା ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଘଟଣା ପରେ ସୁରକ୍ଷା ବଳ ପକ୍ଷରୁ ପୂରା ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ପ୍ରଥମେ ଦୁଇ ଆହତ ପୋଲିସ କର୍ମୀ ମହମ୍ମଦ ସୁଲତାନ ଓ ଫୟାଜ ଅହମ୍ମଦଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା ବୋଲି ଅଧିକାରୀ କହିଛନ୍ତି।

ବାନ୍ଦିପୋରାର ଗୁଲଶାନ ଛକରେ ପୋଲିସ ପାର୍ଟି ଉପରେ ଆତଙ୍କବାଦୀମାନେ ଖୋଲା ଗୁଳି ଚଳାଇଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ଦୁଇ ପୋଲିସ କର୍ମୀ ଶହୀଦ ହୋଇଛନ୍ତି। ସେମାନେ ହେଲେ ମହମ୍ମଦ ସୁଲତାନ ଓ ଫୟାଜ ଅହମ୍ମଦ। ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେଶନ ଚାଲୁଥିବା କଶ୍ମୀର ଜୋନ ପୋଲିସ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri