୨ ଘରୋଇ ହସ୍ପିଟାଲ୍‌ ସିଲ୍‌

ବାରିପଦା ଅଫିସ,୧୬ା୭- ଜୈବିକ ବର୍ଜ୍ୟବସ୍ତୁ ପରିଚାଳନା ଓ ଇନ୍‌ଫେକଶନ ପ୍ରିଭନେଶନ୍‌ କଣ୍ଟ୍ରୋଲ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ବୁଧବାର ମୟୂରଭଞ୍ଜ ଜିଲା ପ୍ରଶାସନ ବାରିପଦା ସହରରେ ଥିବା ଘରୋଇ ହସ୍ପିଟାଲ ଜୟା ଓ ଗାୟତ୍ରୀକୁ ସିଲ୍‌ କରିଛି। ଅପରାହ୍ନ ୫ଟାରେ ବାରିପଦା ଉପଜିଲାପାଳ ପି.ଅନ୍ବେଷା ରେଡ୍ଡୀ, ତହସିଲଦାର ରାମଚନ୍ଦ୍ର ସୋରେନ୍‌, ଏସ୍‌ଡିପିଓ କେ.କେ. ହରିପ୍ରସାଦଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ାଉ କରି ହସ୍ପିଟାଲ୍‌ ୨ଟିକୁ ସିଲ୍‌ କରିଥିଲେ। ମିଳିଥିବା ସୂଚନା ଅନୁସାରେ ଗତ ମାସ ୨୮ ତାରିଖରେ ଉକ୍ତ ଦୁଇ ଘରୋଇ ହସ୍ପିଟାଲ୍‌କୁ ନିୟମ ପାଳନ କରିବା ପାଇଁ ନୋଟିସ୍‌ ଦିଆଯାଇଥିଲା। ବୁଧବାର ଚଢ଼ାଉ ବେଳେ ନିୟମ ଉଲ୍ଲଂଘନ କରିଥିବାରୁ ପ୍ରଶାସନ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?