୨ କୁଇଣ୍ଟାଲର ମାଛ

ବାଲେଶ୍ୱର,୧୩।୧୦: ଦିଘା ମୁହାଣରେ ଥିବା ମାଛ ମାର୍କେଟରେ ଶୁକ୍ରବାର ଏକ ବିରାଟକାୟ କୋଇଭୋଲା ମାଛ ବିକ୍ରି ହୋଇଛି। ମାଛଟିର ଓଜନ ୨ କୁଇଣ୍ଟାଲ ହେବ। କୋଲକାତାର ଏକ ଫାର୍ମା କମ୍ପାନୀ ମାଛଟିକୁ ୧ ଲକ୍ଷ ୨୭ ହଜାର ଟଙ୍କାରେ କିଣଛି।  ପାରାଦୀପରୁ ଏହି ମାଛଟିକୁ ଧରାଯାଇଥିଲା। ପାରାଦୀପର ମତ୍ସ୍ୟଜୀବୀମାନେ ମାଛଟିକୁ ବିକ୍ରି କରିବା ପାଇଁ ଦିଘା ନେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?