ମେ’ ମାସ ଶେଷ ସୁଦ୍ଧା ଆସିପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ: କାଲିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ

ଭୁବନେଶ୍ୱର,୯।୪(ବ୍ୟୁରୋ): ମେ’ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ସୋମବାରଠାରୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହେବ । ଏପ୍ରିଲ ୨୩ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଚାଲିବ । ପରେ ଦିତୀୟ ପର୍ଯ୍ୟାୟ ଖାତାଦେଖା ମେ ୭ରେ ଶେଷ ହେବ । ମେ ୭ରେ ଖାତା ଦେଖା ସରିବା ପରେ ପରେ ଟାବୁଲେଶନ ପ୍ରକ୍ରିୟା ହେବ । ତେବେ ମେ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବାର ସମ୍ଭାବନା ଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ଥର ୬୫ଟି ଅଫଲାଇନ ସେଣ୍ଟର ଓ ୩୯ ଅନଲାଇନ ସେଣ୍ଟରରେ ଖାତାଦେଖା ହେବ । ଶିକ୍ଷକମାନେ ଖାତା ଦେଖାରେ ସହଯୋଗ କରୁଥିବାରୁ ମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri