ଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ: ଜାଣନ୍ତୁ କେମିତି କରିବେ ଚେକ୍‌

ଭୁବନେଶ୍ୱର,୨୦।୫(ସୁଚିସ୍ମିତା ସାହୁ):ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିବେ। ଅପରାହ୍ନ ୩ଟାରୁ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରୀଛାତ୍ର https://results.odisha.gov.in କିମ୍ବା https://results.digilocker.gov.in ୱେବ୍‌ସାଇଟ ମାଧ୍ୟମରେ ନିଜ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେଶନ ନମ୍ବର ଦେଇ ପରୀକ୍ଷାଫଳ ଦେଖିପାରିବେ। ସେହିପରି ଛାତ୍ରୀଛାତ୍ର ନିଜ ଡିଜିଲକର ଆକାଉଣ୍ଟରୁ ମଧ୍ୟ ମାର୍କଶିଟ୍‌ ଡାଉନ୍‌ଲୋଡ୍‌ କରିପାରିବେ। ଏଥିସହ ସାମ୍ସ କଲେଜ ଇ-ପେସ୍‌ ପୋର୍ଟାଲ ମାଧ୍ୟମରେ ରେଜଲ୍ଟ ପାଇପାରିବେ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ଫେବୃଆରୀ ୧୮ରୁ ମାର୍ଚ୍ଚ ୨୮ ତାରିଖ ଯାଏ ଯୁକ୍ତ୨ ପରୀକ୍ଷା ଚାଲିଥିଲା। ୪ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?