Posted inରାଜ୍ୟ

ଏହିଦିନ ଆସିବ ଯୁକ୍ତ ୨ ରେଜଲ୍ଟ, ବଢିଲା +୩ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର,୨୦।୫: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର୍ଯ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି କି ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ କରାଯିବ। ଅନ୍ୟପଟେ ଯୁକ୍ତ ୩ରେ ନାମଲେଖା ଆବେଦନର ସମୟସୀମା ବୃଦ୍ଧି ପାଇଁ ଆବେଦନ କରାଯିବ ବୋଲି କୁହାଯାଇଛି।
ମିଳିଥିବା ସଦ୍ୟତମ ସୂଚନା ଅନୁଯାୟୀ, +୩ ପାଇଁ ନାମଲେଖା ଆବେଦନ ଅବଧି ବୃଦ୍ଧି ହେବା ପ୍ରତିଶ୍ରୁତି ମିଳିଛି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଏଥିରେ ଯୁକ୍ତ ୩ ନାମଲେଖା ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରାଯାଇଛି। ତେବେ ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍‌ଓ୍ବର୍କ

ଓ୍ବାଶିଂଟନ୍‌,୨୨ା୯: ହ୍ବାଇଟ୍‌ ହାଉସ୍‌ରେ ସିଏନ୍‌ଏନ୍‌ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍‌ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?