ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଓଡ଼ିଆରେ  ମାଟ୍ରିକ୍‌ ସାର୍ଟିଫିକେଟ୍  ମିଳିବ। ଉଭୟ ଓଡ଼ିଆ ଓ ଇଂରାଜୀରେ ମାଟ୍ରିକ୍‌ ସାର୍ଟିଫିକେଟ୍ ଉପଲବ୍ଧ ହେବ।  ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ କାଲି ପ୍ରକାଶ ପାଇବ। www.bseodisha.ac.inରେ ଛାତ୍ରୀଛାତ୍ର ରେଜଲ୍ଟ ଦେଖିପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ବିଏମ୍‌ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….

ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍‌ସି ପକ୍ଷରୁ ୭୫ ପ୍ରତିଶତ…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri