ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର,୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ସରି ଥିବାବେଳେ ଅଗଷ୍ଟ ତୃତୀୟ ସପ୍ତାହ ଭିତରେ ରେଜଲ୍ଟ ପ୍ରକାଶ ପାଇଯିବ ବୋଲି ସେ କହିଛନ୍ତି। ସେହିପରି ଏହି ମାସ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?