୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଶିଶୁଙ୍କ ଶରୀରରେ ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବର ହୋଇଥିଲା। ରୁବେଲା ଆକ୍ରାନ୍ତ ୨ ଶିଶୁଙ୍କ ବୟସ ଯଥାକ୍ରମେ ୭ ଓ ୨ ବର୍ଷ। ରୁବେଲା ଚିହ୍ନଟ ପରେ ପୋଡ଼ାଲଗୁଡ଼ା ଗାଁରେ ଡବ୍ଲ୍ୟୁଏଚ୍‌ଓ ଓ ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri