କନ୍ତିଆ ଗ୍ରାମର ୨ ସାହି କଣ୍ଟେନମେଣ୍ଟ, ଗଣିଜାଙ୍ଗ ବଜାର ୭ ଦିନ ଶଟ୍‌ଡାଉନ୍‌: ଜାଣନ୍ତୁ କାହିଁକି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ କନ୍ତିଆ ଗ୍ରାମର ଦୁଇ ସାହି ଯଥା ରାଉତ ଓ ବିଶ୍ୱାଳ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଶନିବାର ୬ ପଜିଟିଭ୍‌ ଚିହ୍ନଟ ହେବା ପରେ କନ୍ତିଆ ଗ୍ରାମର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି । ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ ସରପଞ୍ଚ ରଞ୍ଜନ କୁମାର ସାହୁ ଶନିବାରଠାରୁ ୭ ଦିନ ପାଇଁ ଦୁଇଟି ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି । ଏନେଇ ଉଭୟ ସାହିର ମୁଖ୍ୟ ରାସ୍ତାକୁ ବାଡ ବନ୍ଧା ଯାଇ ଅବରୋଧ କରାଯାଇଛିା ଏଥିସହ ସୋମବାରଠାରୁ ଗଣିଜାଙ୍ଗ ବଜାରକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?