ଆଗରେ ଝିଅ: ୧,୧୨୪ ଛାତ୍ରୀଛାତ୍ରଙ୍କ ମାର୍କ ୯୦% ଉପରେ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ପ୍ରକାଶ ପାଇଛି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ ୯୪.୧୨% ପ୍ରତିଶତ ଓ ବାଣିଜ୍ୟରେ ୮୯.୨୦% ପ୍ରତିଶତ ପାସହାର ରହିଛି।

ସୂଚନାନୁଯାୟୀ, ଚଳିତବର୍ଷ ୮୭୭୭ ଜଣ ପିଲା ଫର୍ମପୂରଣ କରିଥିଲେ। ସେଥିରୁ ରେଗୁଲା ଥିଲେ ୭୪୫୧। ଏକ୍ସ ରେଗୁଲାର ଥିଲେ ୩୫୫୬ ଜଣ ଛାତ୍ରଛାତ୍ର। ତେବେ ରେଗୁଲାରରେ ୭୩୭୭୧ ଓ ଏକ୍ସ ରେଗୁଲାରରେ ୨୮୩୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମୋଟ ୭୨,୧୦୬ ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ବିଜ୍ଞାନରେ ୯୪.୧୨% ରେଜଲ୍ଟ ହୋଇଛି। ରେଗୁଲାରରେ ୭୦,୯୧୮ ପାସ କରିଥିବା ବେଳେ ଏକ୍ସ ରେଗୁଲାରରେ ୧,୧୮୮ ଜଣ ପାସ କରିଛନ୍ତି। ୫୦୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୪,୧୯୨, ତୃତୀୟ ଶ୍ରେଣୀରେ ୬୯୧୦ ଜଣ ପାସ କରିଛନ୍ତି। ୪୫, ୫୮୭ ବାଳକ ପାସ କରିଥିବା ବେଳେ ୯୩.୮୦% ରହିଛି। ଠିକ ସେହିପରି ୩୨, ୫୧୯ ବାଳିକା ପାସ କରିଥିବା ବେଳେ ୯୪.୫୨% ରହିଛି। ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୧,୧୨୪ ଛାତ୍ରଛାତ୍ରୀ। ୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଶତପ୍ରତିଶତ ପିଲା ପାସ କରିଛନ୍ତି। ନୟାଗଡ଼ରେ ସର୍ବାଧିକ ୯୯.୧୧%, କନ୍ଧମାଳରେ ସର୍ବନିମ୍ନ ୭୬.୮୧% ପିଲା ପାସ କରିଛନ୍ତି।

ସେହିପରି ଚଳିତବର୍ଷ ପ୍ରଥମ ଶ୍ରେଣୀରେ ମୋଟ ୧୦, ୮୬୩, ଦ୍ୱିତୀୟ ଶ୍ରେଣୀରେ ୫୦୫୩ ଓ ତୃତୀୟ ଶ୍ରେଣୀରେ ୫୨୪୨ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ବାଳକ ପାସ ହାର- ୮୮.୩୨% ରହିଥିବା ବେଳେ ବାଳିକା ପାସ ହାର ୯୦.୭୧% ରହିଛି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ୨୭୩ ଛାତ୍ରଛାତ୍ରୀ। ୧୩୪ ଉଚ୍ଚ ମାଧ୍ୟମିକ ସ୍କୁଲର ୧୦୦% ଛାତ୍ରଛାତ୍ରୀ ପାସ କରିଛନ୍ତି। ବୌଦ୍ଧ ସର୍ବାଧିକ ୧୦୦%, ଦେବଗଡ଼ ସର୍ବନିମ୍ନ ୬୧.୫୩% ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?