୩୧ରେ +୨ ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି ।

ତେବେ କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଫଳାଫଳ ପରବର୍ତ୍ତୀ ସମୟରେ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଚଳିତ ବର୍ଷ କରୋନା ହେତୁ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଠିକ୍‌ ଭାବେ ହୋଇପାରି ନାହିଁ। ତେଣୁ ବୋର୍ଡ ବିକଳ୍ପ ଆଧାରରେ ରେଜଲ୍ଟ ପ୍ରକାଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri