+୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ ବାଲେଶ୍ୱର ଜିଲାର ପାସହାର

ବାଲେଶ୍ୱର ଅଫିସ,୧୨।୮: +୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ତେବେ ଏଥିରେ ବାଲେଶ୍ୱର ଜିଲାର ପାସହାର ୮୪.୨୬% ହୋଇଛି। ଚଳିତ ବର୍ଷ ଜିଲାର ୧୦୨ କଲେଜରୁ ମୋଟ ୬,୬୬୦ ପରିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୬୦୭ ଜଣ ପାସ କରିଛନ୍ତି । ପ୍ରଥମ ଶ୍ରେଣୀରେ ୨,୭୭୦, ଦ୍ବିତୀୟ ଶ୍ରେଣୀରେ ୧,୯୯୩, ତୃତୀୟ ଶ୍ରେଣୀରେ ୮୦୨ ଓ କମ୍ପାଟମେଣ୍ଟାଲରେ ୪୨ ଜଣ ପାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri