କୋଟିନଡ଼ା କଲେଜ ଛକ ନିକଟରେ ଭୟଙ୍କର ଦୁର୍ଘଟଣା, ବସ୍‌ ଧକ୍କାରେ ଚାଲିଗଲା ୨ ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ,୧୮।୨: ଗଞ୍ଜାମ ଜିଲା କୋଟିନଡ଼ା ଥାନା ଅଧୀନ କଲେଜ ଛକ ନିକଟରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେବାରୁ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ତେବେ ବସ୍‌ରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି।

ବସ୍‌ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭୋର ସମୟରେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଆରୋହୀଙ୍କ ମୃତ୍ୟୁ ଘଟିଛି। ଉଭୟ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। କୋଟିନଡ଼ା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଏଥଇସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ…

CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି।…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

ସିବିଏସଇ ଦ୍ୱାଦଶ ପରୀକ୍ଷା: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା, ଆଶୁତୋଷ ନାୟକ…

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି। ପ୍ରତିବର୍ଷ…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଜନ୍ମମାଟି ବରପାଲିରେ ଶହୀଦ ପ୍ରେମରାଜଙ୍କୁ ଅଶ୍ରୁଳ ବିଦାୟ: ତୋପ ସଲାମୀ ସହ ସମ୍ପନ୍ନ ହେଲା…

ବରପାଲି, ୧୩।୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ବ୍ଲକର କୁମ୍ଭାରୀ ଗାଁର ବୀର ସନ୍ତାନ ପ୍ରେମରାଜ ମଲ୍ଲିକଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟିରେ ପହଞ୍ଚିବା ପରେ ସାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri