କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍‌ ଅଫିସର। ବିଏସ୍‌ଏଫ୍‌ ଆଇଜି ଭାବେ ଆଇପିଏସ୍‌ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍‌ ଅଫିସର ମିତ୍ରଭାନୁ ମହାପାତ୍ର ୫ ବର୍ଷ ଲାଗି ବିଏସ୍‌ଏଫ୍‌ ଡିଆଇଜି ଭାବେ ନିଯୁକ୍ତ ହେବେ। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନୋଟିସ ଜାରି ହୋଇଛି।

Image

କହିରଖୁଛୁ, ପୂର୍ବରୁ   ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍‌ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ କେନ୍ଦ୍ରରେ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଥିଲା। ସେହିଭଳି କେନ୍ଦ୍ରରେ ଡେପୁଟେଶନରେ ଥିବା ୧୯୯୪ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନ୍ୟୁ ଆଣ୍ଡ ରିନ୍ୟୁବଲ ଏନର୍ଜୀ ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଥିଲା । ୧୯୯୪ ବ୍ୟାଚର IAS ରଞ୍ଜନା ଚୋପ୍ରା ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଏବଂ ଫାଇନାନ୍ସିଆଲ ଆଡଭାଇଜର ଭାବେ ନିଯୁକ୍ତ ହୋଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri