କାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ, ଆଜି ବନ୍ଧାହେଲେ ୨ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ ଭବାନୀପାଟଣାରେ ଅବସ୍ଥାପିତ କେବିକେ କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ।

ଶୁକ୍ରବାର ଏହି ଦୁଇ ଅଧିକାରୀଙ୍କ ବାସଭବନ ସହିତ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଉମେଶଙ୍କର ଖୋର୍ଦ୍ଧା ଏବଂ କେନ୍ଦୁଝରର ୧୩ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ସେହିପରି ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କର ଖୋର୍ଦ୍ଧା, ଅନୁଗୋଳ ଓ କଳାହାଣ୍ଡିରେ ଥିବା ୮ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କର ଆୟଠାରୁ ୩୬୮ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରାଯାଇଥିବା ବେଳେ କେବିକେ କ୍ଷୁଦ୍ର ଜଳସେଚନ ସର୍କଲ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କର ଆୟଠାରୁ ୭୫ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୟୋଲାରେ ସିନର୍ଜୀ -୨୦୨୨

ଭୁବନେଶ୍ୱର, ୭।୮(ବ୍ୟୁରୋ): ଲୟୋଲା ସ୍କୁଲ ପରିସରରେ ଶନିବାର ଷଷ୍ଠ ବାର୍ଷିକ ପ୍ରଦର୍ଶନୀ ସିନର୍ଜୀ -୨୦୨୨ ଅନୁଷ୍ଠିତ ହୋଇଯାଇଛି। ଦୁଇ ବର୍ଷ ପରେ ନିଜ ଲୁକ୍‌କାୟିତ ପ୍ରତିଭାର...

ବର୍ଲିନ ମହୋତ୍ସବରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୨୮।୯: ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ହେଉଥିବା ଇଣ୍ଡୋ ଜର୍ମାନ ଫିଲ୍ମ ମହୋତ୍ସବରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର କ୍ରୀଡ଼ା ଡକ୍ୟୁମେଣ୍ଟ ଭିତ୍ତିକ ଫିଲ୍ମ ‘ଦ ମାଉଣ୍ଟେନ୍‌ ହକି’।...

‘ମୋତେ ହତ୍ୟାକାରୀ ଦର୍ଶାଇବାକୁ ଉଦ୍ୟମ ଚାଲିଛି’

ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ...

ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ

ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ...

ଭୁବନେଶ୍ୱରରୁ ୪୦ କେଜି ଗଞ୍ଜେଇ ଜବତ: ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୨ ଗିରଫ

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରସ୍ଥ ଖଣ୍ଡଗିରି ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ପଞ୍ଚଶଖା ଅଞ୍ଚଳରେ ଚଢ଼ାଉକରି ୨ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି।...

ଶାରଳା ମନ୍ଦିର ପାର୍କିଂ, ଭୋଗ ଓ ଦୀପ ଦୋକାନୀଙ୍କୁ ତାଗିଦ: ୩ ଦିନରେ ଜମା କର ବକେୟା ୩୫.୩୩ ଲକ୍ଷ

ଜଗତ୍‌ସିଂହପୁର ଅଫିସ,୨୫ା୭: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠ ଆଜି ସଙ୍କଟରେ। ମନ୍ଦିର ଛାତଠାରୁ ଆରମ୍ଭ କରି ଚନ୍ଦନ ପୋଖରୀ ଓ ସମ୍ପୂର୍ଣ୍ଣ...

ବେପରୁଆ ଅର୍ଥ ପରିଚାଳନା: ୨୭ ବିଭାଗ ଫେରାଇଛନ୍ତି ୧୩୦୪.୧୭ କୋଟି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟର ବିତ୍ତୀୟ ପରିଚାଳନା ଠିକ୍‌ ଢଙ୍ଗରେ ହେଉ ନାହିଁ। ପୂର୍ଣ୍ଣାଙ୍ଗ ଏବଂ ଅତିରିକ୍ତ ବଜେଟ ପ୍ରସ୍ତୁତି ବେଳେ ଖର୍ଚ୍ଚ ଉପରେ ଧ୍ୟାନ ଦିଆଯାଉ ନାହିଁ।...

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ....

Advertisement
Archives

Model This Week