ଗୁଗୁଲ୍‌ ଦେଖି ଆସୁଥିଲେ, ଘାଟି ତଳକୁ ଖସି ପଡ଼ିଲା ପରିବା ବୋଝେଇ ଟ୍ରକ୍‌; ଚାଳକଙ୍କ ସହ ୨ଜଣ…

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଯାଉଥିବା ଏକ ପରିବା ବୋଝେଇ ଟ୍ରକ ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ୨ ହେଲେ ମଧ୍ୟପ୍ରଦେଶର ମୁଲତେଇସେ ଅଞ୍ଚଳର ଗାଡି ଚାଳକ ଆକାଶ କୁମ୍ରେ ଏବଂ  ନନ୍ଦୁ। ଶୁକ୍ରବାର ସେମାନଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ନେବାକୁ ପରାମର୍ଶ କରିଛନ୍ତି। ଅନ୍ୟ ଜଣେ  ଆହତ ବ୍ୟକ୍ତି ସେହି ଅଞ୍ଚଳର ମନୋଜ ଟାଇବେଲ  ବୋଲି ଜଣାପଡିଛି। ମନୋଜ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ।
ମନୋଜଙ୍କ ଦୁର୍ଘଟଣା ନେଇ କହିଛନ୍ତି ଯେ, ସେମାନେ ଏକ ଟ୍ରକ (ନଂ-ଏମ୍‌ଏଚ୍‌ ୪୦ ଡିସି ୨୧୭୦)ରେ ବନ୍ଧା କୋବି ନେଇ ମଧ୍ୟପ୍ରଦେଶରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବାହାରିଥିଲେ। ତେବେ ଗୁଗୁଲ୍‌ ଦେଖି ଆସୁଥିବାରୁ ବାଟବଣା ହୋଇଥିଲେ। ଭୁଲ ରାସ୍ତାରେ ସେମାନେ କନ୍ଧମାଳ ଜିଲା ବାଲିଗୁଡା ଦେଇ ଦାରିଙ୍ଗବାଡି ୫୯ ନଂ ଜାତୀୟରାଜପଥରେ ଗାଜଲବାଡି ଘାଟି ଗଡିବା ସମୟରେ ଟ୍ରକଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡିଥିଲା। ସେହି ରାଜପଥ ରେ ଯାତାୟାତ କରୁଥିବା ଅନ୍ୟ ଯାତ୍ରୀମାନେ ଅଗ୍ନିଶମ ବିଭାଗକୁ ଏନେଇ ସୂଚନା ଦେଇଥିଲେ। ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀ ସ୍କାଏ ଆଲୁଅ ସହ ଆବଶ୍ୟକ ଯନ୍ତ୍ରପାତି ନେଇ ଆହତମାନଙ୍କୁ ଟ୍ରକରୁ ଉଦ୍ଧାର କରି  ଦାରିଙ୍ଗବାଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ, ଶତାଧିକ କୋଟିର ପ୍ରକଳ୍ପ ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ୫ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ…

କିଡ୍‌ନୀ ରୋଗ ନେଲା ଆଉ ଜଣଙ୍କ ଜୀବନ, ଚିକିତ୍ସାରେ ସର୍ବସ୍ବାନ୍ତ ବସୁଦେବଙ୍କ ପରିବାର

ଅମରପାଲି,୬ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେଉଛି। ଏହି ରୋଗରେ ଆକ୍ରାନ୍ତ ହୋଇ ଆଉ ଜଣେ ବ୍ୟକ୍ତିଙ୍କ…

ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ

ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’…

ବକ୍ସ ଅଫିସରେ ଧମାଲ କଲା ‘ରାମାୟଣ’, ରିଲିଜର ପ୍ରଥମ ଦିନରେ କଲା ୭ ବଡ଼ ରେକର୍ଡ

ମୁମ୍ବାଇ,୬।୧୧: ରଣବୀର କପୁର, ସାଇ ପଲ୍ଲବୀ ଏବଂ ୟଶଙ୍କ ଅଭିନୀତ ‘ରାମାୟଣ’ ମୁଭି ବକ୍ସ ଅଫିସରେ ଏକ ଚମତ୍କାର ଆରମ୍ଭ କରିଛି ଏବଂ ପ୍ରଥମ ଦିନରେ ହିଁ…

କଂଗ୍ରେସର ବଡ଼ ଘୋଷଣା: ନଭେମ୍ବର ୨୬ରେ…ସରକାରଙ୍କ ବଢିଲା ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୬।୧୧: ସମ୍ବିଧାନ ଦିବସ ଅବସରରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା ଆୟୋଜନ କରାଯିବ। ନଭେମ୍ବର ୨୬ ତାରିଖରେ ହେବାକୁ ଥିବା ଏହି ପଦଯାତ୍ରାର ନାମ ‘ସମ୍ବିଧାନ ବଞ୍ଚାଅ…

ବସ ଭଡ଼ା ବୃଦ୍ଧି ପରେ ଶିବକୁମାରଙ୍କୁ ଶିଶୁ ଭାବରେ ଚିତ୍ରଣ କଲା ଭାଜପା, ଶେୟାର କଲା AI-ନିର୍ମିତ ଭିଡିଓ, ଦେଖନ୍ତୁ…

ବେଙ୍ଗାଲୁରୁ,୬।୧୧: ସାଧାରଣ ପରିବହନ ଭଡ଼ା ଏବଂ କ୍ଷୀର ଦର ବୃଦ୍ଧିକୁ ନେଇ କର୍ନାଟକ ଭାଜପା କଂଗ୍ରେସ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛି। ଭାଜପା ମୁଖ୍ୟମନ୍ତ୍ରୀ ଡିକେ…

ନଭେମ୍ବର ୭ରେ ତୁଳା ରାଶିକୁ ଚନ୍ଦ୍ରମାଙ୍କ ଗୋଚର: କର୍କଟ-ତୁଳା ସମେତ ୪ ରାଶିଙ୍କ ଭାଗ୍ୟ ଚମକିବ, ଚାକିରିରେ ବଡ଼ ପଦୋନ୍ନତି

ନୂଆଦିଲ୍ଲୀ,୬।୧୧: ଦୀପାବଳିର ଠିକ ଗୋଟିଏ ଦିନ ପୂର୍ବରୁ ଚନ୍ଦ୍ରମା ନିଜ ରାଶି ପରିବର୍ତ୍ତନ କରିବେ। ନଭେମ୍ବର ୭ ତାରିଖ ସନ୍ଧ୍ୟା ୫ଟା ୧୫ ମିନିଟରେ ଚନ୍ଦ୍ରମା କନ୍ୟା…

‘ଘର ଖାଲି ଖାଲି ଲାଗୁଛି,’ଦୀପାବଳି ପୂର୍ବରୁ ନିଜ ମନ ତଳର କଷ୍ଟ ବଖାଣିଲେ ଗୋବିନ୍ଦାଙ୍କ ପତ୍ନୀ ସୁନିତା, କହିଲେ…

ମୁମ୍ବାଇ: ବଲିଉଡର ‘ହିରୋ ନମ୍ବର ୧’ ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜା ନିକଟରେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ୩୯ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?