Posted inଜାତୀୟ

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ଚାରି ଆତଙ୍କବାଦୀ ଲୁଚିଥିବା ମଧ୍ୟ କୁହାଯାଉଛି।

କୁଲଗାମ ଜିଲାରେ ଦୁଇଟି ସ୍ଥାନରେ ଆତଙ୍କବାଦୀ ଲୁଚିଥିବାର ପାଇବା ପରେ ସେନା ଅପରେଶନ ଆରମ୍ଭ କରିଥିଲା। ଏହି ସମୟରେ ସେନା ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳିମାଡ଼ ହୋଇଥିଲା।

ତେବେ ମଦରଗାମ ଗ୍ରାମରେ ଆତଙ୍କବାଦୀଙ୍କ ପ୍ରବଳ ଗୁଳିମାଡ଼ରେ ଜଣେ ଯବାନ ଶହୀଦ ହୋଇଯାଇଥିଲେ। ଏହି ଅପରେଶନରେ ସିଆରପିଏଫ, ସେନା ଏବଂ ସ୍ଥାନୀୟ ପୋଲିସ ଏକ ଘରକୁ ଟାର୍ଗେଟ କରି ଆଗକୁ ବଢିଥିଲେ। ଯେଉଁଠି ଦୁଇ ଆତଙ୍କୀ ଲୁଚିଥିବା କୁହାଯାଉଛି।

ଆତଙ୍କବାଦୀଙ୍କୁ ଫସର ପକାଇବା ପାଇଁ ସୈନ୍ୟମାନେ ତୁରନ୍ତ କର୍ଡନ କରି ଗାଁ ଭିତରକୁ ପ୍ରବେଶ କରିବା ପରେ ପରିସ୍ଥିତି ତୀବ୍ରତର ହୋଇଥିଲା। ପ୍ରାରମ୍ଭିକ ଗୁଳି ବିନିମୟରେ ଜଣେ ସୈନିକ ଆହତ ହୋଇଥିଲେ ଏବଂ ପରେ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା।

କୁଲଗାମର ଫ୍ରିସାଲ ଅଞ୍ଚଳରେ ହୋଇଥିବା ଅନ୍ୟ ଏକ ଗୁଳିକାଣ୍ଡରେ ଡ୍ରୋନ ଫୁଟେଜରେ ନିହତ ହୋଇଥିବା ଚାରି ଜଣ ଆତଙ୍କବାଦୀଙ୍କ ମୃତଦେହ ଦେଖିବାକୁକ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?