Posted inଜାତୀୟ

ଜମ୍ମୁ-କଶ୍ମିରରେ ସେନା ଆତଙ୍କବାଦୀ ଗୁଳିମାଡ଼; ଦୁଇ ଯବାନ ଶହୀଦ, ୩ ଆହତ

ନୂଆଦିଲ୍ଲୀ,୧୦ା୮: ଶନିବାର ଜମ୍ମୁ କଶ୍ମିରର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଗୁଳିମାଡ଼ ହୋଇଛି। ଅପରାହ୍ନରେ ଘଟିଥିବା ଏହି ଗୁଳିମାଡ଼ରେ ଦୁଇ ସୈନିକ ଶହୀଦ ହୋଇଥିବାବେଳେ ତିନିଜଣ ସୈନିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଛି। ଗୁଳିମାଡ଼ ପରେ ଘଞ୍ଚ ଜଙ୍ଗଲ ଭିତରେ ଆତଙ୍କବାଦୀଙ୍କୁ ନିପାତ ସନ୍ଧାନ ଆରମ୍ଭ କରିଛି ସେନା।

ଶନିବାର ଅପରାହ୍ନରେ ଦକ୍ଷିଣ କଶ୍ମିରର ଅନନ୍ତନାଗରେ ଏହି ଗୁଳିମାଡ଼ ଆରମ୍ଭ ହୋଇଥିଲା। ଯେଉଁଥିରେ ପୂର୍ବରୁ ଜଣେ ସୈନିକ ଆହତ ହେବାର ଖବର ଆସିଥିଲା, କିଛି ସମୟ ପରେ ଅନ୍ୟ ଜଣେ ସୈନିକ ଆହତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେନା ଜାରି କରାଯାଇଥିବା ପ୍ରତିକ୍ରିୟାରେ ତିନି ଜଣ ଆହତ ସୂଚନା ସହିତ ଦୁଇ ସୈନିକଙ୍କ ଶହୀଦ ହେବାର ଖବର ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri