ଆକାଶରେ ପିଟି ହେଲେ ବାୟୁ ସେନାର ଦୁଇ ବିମାନ

ସିଓଲ,୧।୪: ଦକ୍ଷିଣ କୋରିଆ ବାୟୁ ସେନାର ଦୁଇ ଯୁଦ୍ଧ ବିମାନ ଶୁକ୍ରବାର ଟ୍ରେନିଂ ବେଳେ ମଝି ଆକାଶରେ ପରସ୍ପର ସହ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ୩ ପାଇଲଟ୍‌ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।

ଦୁର୍ଘଟଣାଟି ସଦର୍ନ ସହର ସାଚେଓନସ୍ଥିତ କେଟି-୧ ଯୁଦ୍ଧ ବିମାନ ବେସ ପାଖରେ ଅପରାହ୍ନ ପ୍ରାୟ ୧ଟା ୩୫ରେ ଘଟିଥିଲା। ୩୦ରୁ ଅଧିକ ଅଗ୍ନିଶମ ଗାଡ଼ି ନିଆଁ ଲିଭା ଏବଂ ଉଦ୍ଧାର କାର୍ଯ୍ୟରେ ମୁତୟନ କରାଯାଇଥିବା ଦେଶର ବାୟୁ ସେନା ପକ୍ଷରୁ ବିବୃତିରେ କୁହାଯାଇଛି। ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଅଗ୍ନଶମ ଅଧିକାରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri