ଆଜି +୨ ସ୍ପଟ୍‌ ଆଡ୍‌ମିଶନ ଆବେଦନ

ଭୁବନେଶ୍ୱର,୨୧ା୭(ଅନୁରାଧା ମହାରଣା) – ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ୨୭ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିପାଇଁ ଶୁକ୍ରବାର ଆବେଦନ କରିବାକୁ ପଡ଼ିବ। ଯେଉଁ ଆବେଦନକାରୀମାନେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖାଇବା ପାଇଁ ମନୋନୀତ ହୋଇନାହାନ୍ତି କିମ୍ବା ପୂର୍ବରୁ ନାମ ଲେଖାଇଥିବା କଲେଜ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି, ସେମାନେ ରାତି ୧୧ଟା ୪୫ ମଧ୍ୟରେ ଆବେଦନ କରିପାରିବେ। ବଳକା ଥିବା ସିଟ୍‌ ଓ ମାର୍କ ଅଧାରରେ ସ୍ପଟ୍‌ ଆଡମିଶନ ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ଆଡମିଶନ ପାଇଁ ମନୋନୀତ ଛାତ୍ରୀଛାତ୍ର ୨୭ ତାରିଖରେ ଇଣ୍ଟିମେଶନ ଲେଟର ଡାଉନଲୋଡ୍‌ କରିପାରିବେ। ତେବେ ପୂର୍ବରୁ ନାମଲେଖା ପାଇଁ ଆବେଦନ କରି ନ ଥିଲେ ସ୍ପଟ୍‌ ଆଡମିଶନ ପାଇଁ ଆବେଦନ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri