Posted inଖେଳ

ଏପଟୁ ରୋହିତ, ସେପଟୁ ବାଦ୍‌ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୩।୧୨: ଚଳିତ ମାସର ଅନ୍ତିମ ଭାଗରୁ ଆରମ୍ଭ ହେବାକୁ ଯାଉଛି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଦୁଇ ଦଳର ଜଣେ ଲେଖାଏ ଷ୍ଟାର ଖେଳାଳି ବାଦ୍‌ ପଡ଼ିବା ନିଶ୍ଚିତ। ଆହତ ସମସ୍ୟା କାରଣରୁ ଭାରତୀୟ ଦଳର ଉପଅଧିନାୟକ ରୋହିତ ଶର୍ମା ପୂରା ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିଭଳି ଘରୋଇ ଦକ୍ଷିଣ ଆଫ୍ରିକାକୁ ତା’ର ଷ୍ଟାର ଉଇକେଟକିପର ବ୍ୟାଟର କୁଇଣ୍ଟନ ଡି’କକ୍‌ଙ୍କ ବିନା ସିରିଜ୍‌ର ଅନ୍ତିମ ଦୁଇଟି ମ୍ୟାଚ୍‌ ଖେଳିବାକୁ ପଡ଼ିବ। କାରଣ ଡି’କକ୍‌ଙ୍କ ପତ୍ନୀ ସାଶା ଜାନୁୟାରୀ ପ୍ରଥମ ସପ୍ତାହରେ ମାତୃତ୍ୱ ଲାଭ କରିପାରନ୍ତି। ଯାହା ଫଳରେ ସେ ଦ୍ୱିତୀୟ ଓ ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିବେ ବୋଲି ଆଶା କରାଯାଉଛି। ତାଙ୍କ ଅନୁପସ୍ଥିତିରେ କାଇଲ ଭେରେନ କିମ୍ବା ରିଆନ ରିକେଲଟନଙ୍କୁ ଦଳରେ ସୁଯୋଗ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୂନରେ ଆଉଟ୍‌ ହୋଇ ଅନେକ ଲଜ୍ଜାଜନକ ରେକର୍ଡ କଲେ କୋହଲି; ଧୋନୀଙ୍କୁ ବି କାଟିଦେଲେ

ନୂଆଦିଲ୍ଲୀ,୬।୮: ଏକ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମ ଜାରି ରଖିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏବେ ଦଳ ଇଂଲଣ୍ଡ ଗସ୍ତରେ ଥିବା...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଶ୍ରୀଲଙ୍କା ମୁକାବିଲା

ଲିଡ୍ସ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଶୁକ୍ରବାର ସ୍ଥାନୀୟ ହେଡିଂଲି ଗ୍ରାଉଣ୍ଡରେ...

ବିଶ୍ୱକପ୍‌ରେ ଭାରତକୁ ହରାଇଲେ ପାକିସ୍ତାନ ଖେଳାଳିଙ୍କୁ ମିଳିବ ଏମିତି ଉପହାର: ପିସିବି କଲା ଘୋଷଣା

ଇସଲାମାବାଦ୍‌,୮।୧୦: ଖେଳ ଯାହା ହେଉନା କାହିଁକି, କିନ୍ତୁ ଯେତେବେଳେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହୁଅନ୍ତି ସେତେବେଳେ ଭାବପ୍ରବଣତାର ଜୁଆର ଶିଖରରେ ପହଞ୍ଚେ। ଯଦି...

ଉମର ଗୁଲ୍‌ଙ୍କ ଅବସର

କରାଚୀ, ୧୮ା୧୦ (ପି.ଟି.): ଚଳିତ ନ୍ୟାଶନାଲ ଟି୨୦ କପ୍‌ ପରେ ପାକିସ୍ତାନର ଭେଟେରାନ ପେସ୍‌ ବୋଲର ଉମର ଗୁଲ୍‌ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବେ...

ସୟଦ ମୋଦି ଇଣ୍ଟରନ୍ୟାଶନାଲ: ସୌରଭ ରନର୍ସଅପ୍‌

ଲକ୍ଷ୍ନୌ, ୨।୧୨(ପି.ଟି.)- ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସରେ ଭାରତର ସୌରଭ ବର୍ମା ରନର୍ସଅପ୍‌ ହୋଇଛନ୍ତି। ସେମିଫାଇନାଲ ପର୍ଯ୍ୟନ୍ତ ଦମ୍‌ଦାର...

ଟେଷ୍ଟ ଚାମ୍ପିୟନଶିପ୍‌ ତାଲିକା ଶୀର୍ଷରେ ଭାରତ

ଦୁବାଇ,୭।୩(ପି.ଟି.): ଇଂଲଣ୍ଡକୁ ୩-୧ରେ ଟେଷ୍ଟ ସିରିଜରେ ପରାସ୍ତ କରିବା ସହ ଭାରତ ଶନିବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ର ଲିଗ୍‌ ପର୍ଯ୍ୟାୟ ଶେଷରେ...

ରୋହିତ ଲା ଲିଗାର ବ୍ରାଣ୍ଡ ଆମ୍ପାସାଡର

ମୁମ୍ବାଇ,୧୩।୧୨(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ସ୍ପାନିଶ୍‌ ଫୁଟବଲ ଲିଗ୍‌ ଲା ଲିଗାର ପ୍ରଥମ ଭାରତୀୟ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ସେ ଏହି...

ଆଇପିଏଲର ବାକି ମ୍ୟାଚ୍‌ ପାଇଁ ମାଷ୍ଟର ପ୍ଲାନ

ଲଣ୍ଡନ,୨୧।୫: ଚଳିତ ବର୍ଷ ସେପ୍ଟେମ୍ବରରେ ଆଇପିଏଲ-୧୪’ର ଅବଶିଷ୍ଟ ମ୍ୟାଚ୍‌ ଆୟୋଜନ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।...

Advertisement
Archives

Model This Week