ଛାତ୍ରବାସରେ ୨ଛାତ୍ର କରୋନା ପଜିଟିଭ୍‌

ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଦ୍ୱୟଙ୍କ ଦେହ ଅସୁସ୍ଥ ହେବାରୁ ସେମାନଙ୍କୁ ବିଦ୍ୟାଳୟ ପକ୍ଷରୁ ଚିକିତ୍ସା ନିମନ୍ତେ ନିକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଉଭୟ କାରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଉକ୍ତ ଦୁଇ ଛାତ୍ରଙ୍କୁ ଛାତ୍ରାବାସର ଏକ ସ୍ବତନ୍ତ୍ର କୋଠରୀରେ ଆଇସୋଲେଶନରେ ରଖାଯାଇଥିବା ବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଶୁକ୍ରବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ସ୍ବତନ୍ତ୍ର ଟିମ୍‌ ଛାତ୍ରାବାସରେ ଥିବା ଅନ୍ୟ ୨୬ଜଣ ଅନ୍ତେବସୀଙ୍କର ସ୍ବାବ ସଂଗ୍ରହ କରି ପରୀକ୍ଷା କରିଥିବା ବେଳେ ସମସ୍ତ ରିପୋର୍ଟ ନେଗେଟିଭ୍‌ ଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଉକ୍ତ ଛାତ୍ରାବାସରେ ମୋଟ ୧୧୬ଜଣ ଅନ୍ତେବାସୀ ଥିବା ବେଳେ ଅନ୍ୟମାନଙ୍କର ମଧ୍ୟ ସ୍ବାବ ପରୀକ୍ଷା ପ୍ରକ୍ରିୟା ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀସୁଅରେ ଭାସିଗଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ତେଲକୋଇ ଥାନା ଅଧୀନ ତେଲକୋଇ ତଳସାହି ସତ୍‌ସଙ୍ଗ ସମାକୋଈ ନଦୀଘାଟରେ ପାର୍‌ ହେଉଥିଲା ବେଳେ ଜଣେ ମହିଳା ନଦୀସୁଅରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି...

କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଫୁଟ୍‌ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି...

ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ...

ରାଜ୍ୟକୁ କେନ୍ଦ୍ରର ଚିଠି: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରେ ରହିବନି ବିଜୁ ପକ୍କା ଘର ଲୋଗୋ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିିତ ପକ୍କା ଘରେ ଲାଗି ପାରିବନି ବିଜୁ ପକ୍କାଘର ଯୋଜନାର ଲୋଗୋ । ଏନେଇ ରାଜ୍ୟ ସରକାରଙ୍କୁ...

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ...

ବ୍ୟଙ୍ଗ କବିତାରେ ହସର ଫୁଆରା

ବଲାଙ୍ଗୀର ଅଫିସ,୧୬।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟର ସପ୍ତମ ସନ୍ଧ୍ୟାରେ ଅନୁଷ୍ଠିତ ବ୍ୟଙ୍ଗ-ହାସ୍ୟ କବିତା ଆସରରେ ଦର୍ଶକ ହସର ଖୋରାକ ପାଇଥିଲେ।...

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି।...

ଏଥର ବାଣ ନୁହେଁ, ରଙ୍ଗୋଲିରେ ଦୀପାବଳି ମନାଇଲେ ବସ୍ତିବାସିନ୍ଦା

ଭଞ୍ଜନଗର,୧୪ା୧୧(ଡି.ଏନ୍‌.ଏ.): ଚଳିତବର୍ଷ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲାଗିଥିବା ବେଳେ ଶନିବାର ଦୀପାବଳି ଅବସରରେ ବସ୍ତି ଅଞ୍ଚଳରେ ରଙ୍ଗୋଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭଞ୍ଜନଗର ଏନ୍‌ଏସି...

Advertisement
Archives

Model This Week