ଭ୍ୟାକ୍ସିନ ନେଇ ସିନାପାଲି ହାଇସ୍କୁଲର ୨ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି… 

ଖଡ଼ିଆଳ,୩।୯(ସୁଜିତ କୁମାର ପ୍ରଧାନ ): ଟିଡି ଭ୍ୟାକ୍ସିନ ନେଇ ୨ଜଣ ଛାତ୍ରୀ ଅସୁସ୍ଥ । ଏଭଳି ଏକ ଘଟଣା ନୂଆପଡ଼ା ଜିଲା ସିନାପାଲି ହାଇସ୍କୁଲ ରେ ଘଟିଛି। ଛାତ୍ରୀମାନେ ସିନାପାଲି ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ।
ସୂଚନାନୁଯାୟୀ, ବୁଧବାର ତିନି ଜଣିଆ ଟିମ୍‌ ସିନାପାଲି ହାଇସ୍କୁଲକୁ ଯାଇ ଟିଡି ଭ୍ୟାକ୍ସିନ ଦେଇଥିଲେ । ଏହାପରେ ଦୁଇ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ। ଏବେ ଅସୁସ୍ଥଙ୍କ ଚିକିତ୍ସା ଚାଲିଥିବା ସିନାପାଲି ମେଡିକାଲ ଇନଚାର୍ଚ୍ଚ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri