ହାଙ୍ଗ୍ଝୋ, ୨୩ା୯ (ଏପି): ଆଫଗାନିସ୍ତାନ ତାଲିବାନଙ୍କ ନିୟନ୍ତ୍ରଣକୁ ଆସିବା ପରେ ଅନୁଷ୍ଠିତ ହେଉଥିବା ପ୍ରଥମ ଏସିଆନ ଗେମ୍ସରେ ଦୁଇ ଦଳ ଆଥଲେଟ ଚାଇନିଜ ସହର ହାଙ୍ଗ୍ଝୋଠାରେ ପହଞ୍ଚତ୍ଛନ୍ତି। ଉଭୟଙ୍କ ରୂପ ଭିନ୍ନ ରହିଛି। ଗୋଟିଏ ଦଳ ଆଫଗାନିସ୍ତାନରୁ ଆସିଛି, ଯେଉଁ ଦେଶରେ ତାଲିବାନମାନେ ମହିଳାଙ୍କୁ କ୍ରୀଡ଼ାରେ ଅଂଶଗ୍ରହଣକୁ ବାରଣ କରିଛି। ଏହି ଦଳରେ ରହିଥିବା ସମସ୍ତ ୧୩୦ ଆଥଲେଟ ହେଉଛନ୍ତି ପୁରୁଷ। ସେମାନେ ଭଲିବଲ, ଜୁଡୋ ଓ ରେସ୍ଲିଂ ସମେତ ବିଭିନ୍ନ କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ଆଫଗାନିସ୍ତାନ ଅଲିମ୍ପିକ କମିଟି ପାଇଁ ତାଲିବାନମାନଙ୍କ ଦ୍ୱାରା ନିଯୁକ୍ତ ମୁଖପାତ୍ର ଆତେଲ ମାଶଓ୍ବାନି ପ୍ରକାଶ କରିଛନ୍ତି। ଅନ୍ୟ ଦଳ ୨୦୨୧ରେ ତାଲିବାନଙ୍କ ଦ୍ୱାରା କ୍ଷମତାଚ୍ୟୁତ ହୋଇଥିବା ସରକାରଙ୍କ କଳା, ଲାଲ ଓ ସବୁଜ ପତାକା ଅଧୀନରେ ମହାଦେଶର ଏହି କ୍ରୀଡ଼ା ସମାରୋହରେ ଭାଗ ନେବେ। ଆଫଗାନିସ୍ତାନର ଏହି ଆଥଲେଟମାନେ ତାଲିବାନ ସରକାର କ୍ଷମତାସୀନ ହେବା ପରେ ଦେଶ ଛାଡ଼ି ପୃଥିବୀର ବିଭିନ୍ନ ଅଞ୍ଚଳରେ ବସବାସ କରୁଛନ୍ତି। ଏହି ଆଥଲେଟ ଦଳରେ ୧୭ ମହିଳା ରହିଛନ୍ତି।
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
Archives


