Posted inଜାତୀୟ

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୨।୧୧: ଦକ୍ଷିଣ କଶ୍ମୀରର କୁଲଗାମର ଚାୱାଲଗାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛି। ନିହତ ଆତଙ୍କବାଦୀଙ୍କ ନିକଟରୁ ସୁରକ୍ଷା ବାହିନୀ ବହୁ ପରିମାଣର ଗୁଳି ଓ ଏକେ୪୭ ରାଇଫଲ ଜବତ କରିଛି।
ଜମ୍ମୁ କଶ୍ମୀର ପୋଲିସର ସୂଚନାନୁସାରେ. ଚାୱାଲଗାମରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ପାଇବା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଏହି ଅଞ୍ଚଳରେ କେତେ ଆତଙ୍କବାଦୀ ଲୁଚି ରହିଛନ୍ତି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଏନକାଉଣ୍ଟରରେ ନିହତ ହୋଇଥିବା ଦୁଇ ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରାଯାଇଛି। ଏହି ଏନକାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀ ମୁଜାହିଦ୍ଦିନ ଗଜୱାଟୁଲ ହିନ୍ଦ ଆତଙ୍କବାଦୀ ସଂଗଠନ ସହ ଜଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri