Posted inଜାତୀୟ

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୮: ଜମ୍ମୁ କଶ୍ମୀରର ପୁଲୱାମା ଲାଏରୋ-ପ୍ୟାରିଗାମ ଅଞ୍ଚଳରେ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ଏଠାରେ ମିଳିତ ଅପରେଶନରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। କଶ୍ମୀର ଜୋନ ପୋଲିସ ଏକ୍ସ (ଟୁଇଟର୍‌) ରେ ପୋଷ୍ଟ କରି ଏହି ସୂଚନା ଦେଇଛି।
ଏହାପୂର୍ବରୁ ଅଗଷ୍ଟ ୧୮ରେ ଉତ୍ତର କଶ୍ମୀରର କୁପୱାରାରେ ସୁରକ୍ଷା ବାହିନୀ ଏକ ବଡ଼ ସଫଳତା ପାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ ବେଳେ ସୁରକ୍ଷା ବାହିନୀ ଏକ ବଡ଼ ଧରଣର ଅସ୍ତ୍ରଶସ୍ତ୍ର ଜବତ କରିଥିଲେ। ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନପୁଟ ଉପରେ କାର୍ଯ୍ୟ କରି ସେନା, ବିଏସଏଫ ଏବଂ ପୋଲିସର ମିଳିତ ଟିମ କୁପୱାରାର ମାଖିଲ ସେକ୍ଟରରେ ୧୫ ରୁ ୧୮ ଅଗଷ୍ଟ ମଧ୍ୟରେ ଏକ ବ୍ୟାପକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।
ସର୍ଚ୍ଚ ଅପରେସନ ସମୟରେ ଏକ ବିରାଟ ବ୍ୟାଗ୍‌ ଜବତ କରାଯାଇଛି। ଏଥିରେ ୫ଟି ଏକେ ରାଇଫଲ, ୭ଟି ପିସ୍ତଲ, ୫ଟି ହ୍ୟାଣ୍ଡ ଗ୍ରେନେଡ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri