Posted inଜାତୀୟ

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧ା୧୦(ପି.ଟି.): ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଶନିବାର ଆତଙ୍କବାଦୀମାନଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବଳ ପଣ୍ଡ କରିଦେଇଛନ୍ତି। ଯବାନଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ପୋଲିସ କହିଛି। ଜିଲାର ମଚିଲ ସେକ୍ଟର ଅନ୍ତର୍ଗତ କୁମକାଡ଼ିଠାରେ ଅନୁପ୍ରବେଶ ଲାଗି ଆତଙ୍କବାଦୀମାନେ ଉଦ୍ୟମ ଚଳାଇଥିଲେ। କୁପଓ୍ବାଡ଼ା ପୋଲିସଠାରୁ ଗୋଇନ୍ଦା ସୂଚନା ପାଇଁ ସେନା ଏବଂ ପୋଲିସ ପକ୍ଷରୁ କୁମକାଡ଼ି ଅଞ୍ଚଳରେ ମିଳିତ ତଲାସି ଅଭିଯାନ କରାଯାଇଥିଲା। ଏହି ଅଭିଯାନବେଳେ ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ଏନ୍‌କାଉଣ୍ଟର ସ୍ଥଳୀରୁ ୨ଟି ଏକେ ରାଇଫଲ, ୪ ଏକେ ମାଗାଜିନ୍‌, ୨୦ ରାଉଣ୍ଡ ଗୁଳି, ଏକ ପାକିସ୍ତାନୀ ପିସ୍ତଲ ଏବଂ ୨,୧୦୦ ପାକିସ୍ତାନୀ ଟଙ୍କା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri