Posted inଜାତୀୟ

ଶୋପିଆନ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨।୧୦ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରେ ମିଳିତ ସୁରକ୍ଷାବାହିନୀଙ୍କୁ ସଫଳତା ମିଳିଛି। ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ବାରମୁଳାର ପଟ୍ଟନର ୟେଦୁପୋରା ଅଞ୍ଚଳରେ ଏକ ଏନକାଉଣ୍ଟର ହୋଇଛି ବୋଲି କଶ୍ମୀର ଜୋନ ପୋଲିସ କହିଛି। ଏହାପୂର୍ବରୁ ଶୋପିଆନ ଜିଲାର ଚିତ୍ରାଗାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଥିଲା। କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା।

ଏହାପୂର୍ବରୁ ମଙ୍ଗଳବାର ଏବଂ ସୋମବାର ଦକ୍ଷିଣ କଶ୍ମୀରର କୁଲଗାମରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଜିଲାର ଅହୱାଟୁ ଗ୍ରାମରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଘେରାବନ୍ଦୀ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମାସ୍କ ପିନ୍ଧିବିନି, ଦରକାର ପଡ଼ିଲେ ରାସ୍ତା ମଝିରେ ଦେବି ଚୁମ୍ବନ; ପୋଲିସ ନେଲା ଏମିତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୪: କୋଭିଡ ନିୟମ ଉଲ୍ଲଂଘନ କରିବା ଏବଂ ଓ୍ବିକେଣ୍ଡ କର୍ଫ୍ୟୁ ନ ମାନି ଦିଲ୍ଲୀର ଏକ ଦମ୍ପତି ଫସିଛନ୍ତି। ଦିଲ୍ଲୀ ପୋଲିସ ଦମ୍ପତି ପଙ୍କଜ ଦତ୍ତା...

ହାଇ ଟେନସନ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଅଟୋ, ୮ ଜୀବନ୍ତ ଦଗ୍ଧ…

ହାଇଦ୍ରାବାଦ, ୩୦।୬ :  ଆନ୍ଧ୍ରପ୍ରଦେଶର ସତ୍ୟସାଇ ଜିଲାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗୁରୁବାର ଏଠାରେ ଏକ ଅଟୋ ହାଇ ଟେନସନ ଇଲେକ୍ଟ୍ରିକ ତାର ସଂସ୍ପର୍ଶରେ...

୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ

ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌...

୩ ରାଜ୍ୟରେ ସ୍କୁଲ-କଲେଜ ବନ୍ଦ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ...

ମୁମ୍ବାଇରେ ବିଦ୍ୟୁତ୍‌ ସେବା ଠପ୍‌: ଅଟକିଲା ଲୋକାଲ ଟ୍ରେନ୍‌, ମେଟ୍ରୋ; ଶାନ୍ତି ବଜାୟ ରଖିବାକୁ ସମସ୍ତଙ୍କୁ ନିବେଦନ କଲେ ବିଗ୍‌ ବି

ମୁମ୍ବାଇ,୧୨।୧୦: ଗୋଟିଏ ପଟେ ଗତ କିଛି ମାସରୁ କରୋନା ଭାଇରସ୍‌ ମୁମ୍ବାଇରେ ଆତଙ୍କ ଖେଳାଇଥିବା ବେଳେ ଏବେ ଏଠାରେ ବିଦ୍ୟୁତ୍‌ ସରବରାହ ମୁଣ୍ଡବ୍ୟଥାର କାରଣ ପାଲଟିଛି।...

ଆସନ ବଞ୍ଚାଇ ପାରିଲେ ନାହିଁ ଦୁଇ ଥର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପଟିଆଲା ଅର୍ବାନରେ ପରାସ୍ତ ହୋଇଛନ୍ତି। ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କୁ ଆମ ଆଦମି ପାର୍ଟି (ଏଏପି) ପ୍ରାର୍ଥୀ ଅଜିତ...

ଚାରି ବୋହୂଙ୍କ ସହ ପରୀକ୍ଷା ଦେଲେ ଶାଶୁ

ନାଳନ୍ଦା,୬ ।୩: ପଢିବା ଲେଖିବା ଅବା କିଛି ଶିଖିବାର କୌଣସି ବୟସ ନ ଥାଏ । ଯଦି ମନେରେ ଇଚ୍ଛା ଶକ୍ତି ରହିଛି ତେବେ ମଣିଷ...

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୨୪ା୩(ପି.ଟି.):ଆଦାନୀ ଗ୍ରୁପ୍‌ ପ୍ରସଙ୍ଗରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିକରି ଗୁରୁବାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।...

Advertisement
Archives

Model This Week