୨ ଯବାନଙ୍କୁ ଆକ୍ରମଣ କରି ବନ୍ଧୁକ ଛଡ଼ାଇନେଲେ ମାଓବାଦୀ

ମାଲକାନଗିରି,୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୨ ଯବାନ ରବିବାର ଗୁରୁତର ହୋଇଛନ୍ତି। ଏହାସହ ସେମାନଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇଥିବା ଜଣାପଡିଛି। ଗୁରୁତର ଦ୍ୱୟ ହେଲେ କର୍ତ୍ତମ ଦେବା ଓ ସୋଢି କୁନା । ଏହି ଖବର ଜଣାପଡିବା ପରେ ପୋଲିସ କର୍ମଚାରୀମାନେ ପହଞ୍ଚି ସେମାନଙ୍କୁ ପ୍ରଥମେ ଜଗରଗୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଥିବା ସୁକୁମା ଏସ୍‌ପି କିରଣ ଚୌହାନ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ସୁକ୍‌ମା ଜିଲା ଜଗରଗୋଣ୍ଡା ସାପ୍ତାହିକ ହାଟ ଚାଲିଥିବା ସମୟରେ ସେଠାରେ ଡିଆରଜିର ଯବାନ ପହରା ଦେଉଥିଲେ। ଏହି ସମୟରେ ସେଠାରେ କେତେକ ସଶସ୍ତ୍ର ମାଓବାଦୀ ପହଞ୍ଚି ପହରା ଦେଉଥିବା ୨ ଯବାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ କର୍ତ୍ତମ ଦେବା ଓ ସୋଢି କୁନା ଗୁରୁତର ହୋଇଥିଲା ବେଳେ ତାଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri