୨୪ ଘଣ୍ଟାରେ ସ୍ବାଭାବିକଠାରୁ ୨ ରୁ ୩ ଅଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବଢୁଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ୨ ରୁ ୩ ଡ଼ିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି। ଭଦ୍ରକର ଚାନ୍ଦବାଲିଠାରେ ୩୬.୫ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିବାବେଳେ ହା ସ୍ବାଭାବିକ ତାପମାତ୍ରା ୩୨.୩ ଡ଼ିଗ୍ରୀ ଠାରୁ ୪.୨ ଡ଼ିଗ୍ରୀ ଅଧିକ ରହିଛି। ସେହିଭଳି ବଲାଙ୍ଗୀରରେ ସ୍ବାଭାବିକ ତାପମାତ୍ରାଠାରୁ +୪.୧ ଡ଼ିଗ୍ରୀ, ସମ୍ବଲପୁରରେ +୩.୯ ଡ଼ିଗ୍ରୀ, ବାରିପଦାରେ+୩.୬ ଡ଼ିଗ୍ରୀ, ଝାରସୁଗୁଡାରେ+୩.୩ ଡ଼ିଗ୍ରୀ, ଅନୁଗୋଳରେ +୩ ଡ଼ିଗ୍ରୀ ଅଧିକ ରହିଛି। ସେହିପରି ରାଜଧାନୀ ଭୁବନେଶ୍ବର ଦିନ ତାପମାତ୍ରା ସ୍ବାଭାବିକଠାରୁ ୩.୧ ଡ଼ିଗ୍ରୀ ଅଧିକ ଥିବା ବେଳେ ଏବଂ କଟକଠାରେ ୩ ଡିଗ୍ରୀ ଅଧିକ ଦିନ ତାପମାତ୍ରା ରେକର୍ଡ ।

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri