୨୪ ଘଣ୍ଟାରେ ସ୍ବାଭାବିକଠାରୁ ୨ ରୁ ୩ ଅଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବଢୁଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ୨ ରୁ ୩ ଡ଼ିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି। ଭଦ୍ରକର ଚାନ୍ଦବାଲିଠାରେ ୩୬.୫ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଥିବାବେଳେ ହା ସ୍ବାଭାବିକ ତାପମାତ୍ରା ୩୨.୩ ଡ଼ିଗ୍ରୀ ଠାରୁ ୪.୨ ଡ଼ିଗ୍ରୀ ଅଧିକ ରହିଛି। ସେହିଭଳି ବଲାଙ୍ଗୀରରେ ସ୍ବାଭାବିକ ତାପମାତ୍ରାଠାରୁ +୪.୧ ଡ଼ିଗ୍ରୀ, ସମ୍ବଲପୁରରେ +୩.୯ ଡ଼ିଗ୍ରୀ, ବାରିପଦାରେ+୩.୬ ଡ଼ିଗ୍ରୀ, ଝାରସୁଗୁଡାରେ+୩.୩ ଡ଼ିଗ୍ରୀ, ଅନୁଗୋଳରେ +୩ ଡ଼ିଗ୍ରୀ ଅଧିକ ରହିଛି। ସେହିପରି ରାଜଧାନୀ ଭୁବନେଶ୍ବର ଦିନ ତାପମାତ୍ରା ସ୍ବାଭାବିକଠାରୁ ୩.୧ ଡ଼ିଗ୍ରୀ ଅଧିକ ଥିବା ବେଳେ ଏବଂ କଟକଠାରେ ୩ ଡିଗ୍ରୀ ଅଧିକ ଦିନ ତାପମାତ୍ରା ରେକର୍ଡ ।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଆଶା ପୂରଣ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକମାନେ ପ୍ରକୃତ ମାଲିକ। ସେମାନେ ଭୋଟ ଦେଇ ଜନପ୍ରତିନିଧି ବାଛିଥାନ୍ତି। ତେଣୁ ସେମାନଙ୍କ ଆଶା ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ...

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସରିଲା ଖଣ୍ଡଗିରି କୁମ୍ଭମେଳା:ଆଉ ୫ଦିନ ଅପେରା, ମିନାବଜାର

ଭୁବନେଶ୍ୱର,୬।୨ (ବ୍ୟୁରୋ):ଗତ ୯ଦିନ ଧରି ଖଣ୍ଡଗିରି ପାହାଡ଼ରେ ଚାଲିଥିବା କୁମ୍ଭମେଳା ରବିବାର ଅଗ୍ନି ଉସତ୍ବ ସହ ଶେଷ ହୋଇଛି। ଅନନ୍ତ ଗୁମ୍ପା ସମ୍ମୁଖରେ ଚାଲିଥିତ୍ବା ମହାଯଜ୍ଞରେ...

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି...

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି।...

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ...

ରଫାଦଫା ପାଇଁ ସୋମାଲିକାଙ୍କୁ ଧମକ

ଜଗତ୍‌ସିଂହପୁର ଅଫିସ, ୨୨ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି।...

Advertisement
Archives

Model This Week