ସାମାନ୍ୟ କମିଲା ଶୀତ: ୨୮ରୁ ବର୍ଷା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ରବିବାର ମଧ୍ୟରେ ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପରେ ସାରା ଓଡ଼ିଶା ଭିଜିବ । କାରଣ ପ୍ରବଳ ଶୀତ ପରେ ବର୍ଷା ଆସୁଛି । ଆଗକୁ ତାପମାତ୍ରା ବଢିବା ସହିତ କିଛି ଜିଲାରେ କୋହଲା ପାଗ ଜାରି ରହିବ ।
କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ପରେ ପାଗ ବଦଳିବା ସହିତ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଏବଂ କେନ୍ଦୁଝର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୮ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଦାନ୍ତ ଜବତ, ଶିକାରୀ ଗିରଫ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ...

୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର...

ଓମିକ୍ରନ ଉପରେ ତୀକ୍ଷ୍ନ ନଜର: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): କରୋନା ନୂଆ ଭାରିଆଣ୍ଟର ସଂକ୍ରମଣ ଉପରେ ଆମେ ତୀକ୍ଷ୍ନ ନଜର ରଖିଛୁ । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି...

ଏଣିକି ମାସ୍କ ନ ପିନ୍ଧିଲେ ୫୦୦ଟଙ୍କା ଜରିମାନା

ଭୁବନେଶ୍ୱର,୯।୭(ବ୍ୟୁରୋ): ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାସ୍କ ନ ପିନ୍ଧିଲେ...

ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା

ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି...

ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା...

ମାସ୍କ ପିନ୍ଧିବା ଜୀବନଶୈଳୀର ଅଂଶ ହେଉ: ଡା. ଗୀତାଞ୍ଜଳୀ

ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ୩ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ...

ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର...

Advertisement
Archives

Model This Week