୨ କୋକେନ ମାଫିଆଙ୍କୁ ରିମାଣ୍ଡରେ ନେଲା ଏସଟିଏଫ୍‌

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍‌ କ୍ରାଇମବ୍ରାଞ୍ଚ ଟିମ୍‌ ୪ ଦିନ ରିମାଣ୍ଡରେ ନେଇଛି। ୫ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିବା ବେଳେ ଜିଲା ସେସନ କୋର୍ଟ ୪ ଦିନ ପାଇଁ ଅନୁମତି ଦେଇଛନ୍ତି। ଅଭିଯୁକ୍ତ ରବି ଓ ସନ୍ନି କୁମାର ରିମାଣ୍ଡରେ ଯାଇଛନ୍ତି।
ସେମାନେ ରାଜଧାନୀରେ କାହା ଜରିଆରେ କୋକେନ ବିକ୍ରି କରୁଥିଲେ ? କିଏ କିଏ ଥିଲେ ସେମାନଙ୍କ ଗ୍ରାହକ ? କୋକେନ ସିଣ୍ଡିକେଟରେ ଆଉ କିଏ ରହିଛି ? ପରଦା ପଛରେ କାହାର ହାତ ରହିଛି? ରିମାଣ୍ଡରେ ନେଇ ଏପରି ଅନେକ ପ୍ରଶ୍ନର ଉତ୍ତର ଆଦାୟ କରିବ ଏସ୍‌ଟିଏଫ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସିଲ୍‌ ହେଲା ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପ୍ଲାନର ଉଲ୍ଲଂଘନ କରିବାକୁ ନେଇ ଗୁରୁବାର ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂକୁ ସିଲ୍‌ କରାଯାଇଛି। ବିଏମ୍‌ସି କମିଶନର ଓ ବରିଷ୍ଠ...

କରୋନା ସାଙ୍ଗକୁ କାଳବୈଶାଖୀ: ବ୍ୟାପକ ଫସଲ ନଷ୍ଟ

ଖପ୍ରାଖୋଲ, ୨୭ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଗତଦୁଇ ଦିନ ତଳେ ହୋଇଥିବା କାଳବୈଶାଖୀ ସହ କୁଆପଥର ମାଡ ଯୋଗୁଁ ବ୍ୟାପକ ଫସଲ ନଷ୍ଟ...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ...

ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍‌ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ।...

ଚିତ୍ରକୋଣ୍ଡାରୁ ମିଳିଲା ମାଓବାଦୀ ପୋଷ୍ଟର

ଚିତ୍ରକୋଣ୍ଡା,୭।୬: ଦୀର୍ଘ ଦିନର ବ୍ୟବଧାନ ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଟନେଲ କ୍ୟାମ୍ପ ମୁଖ୍ୟ ରାସ୍ତାରୁ ସୋମବାର ମାଓବାଦୀଙ୍କ ଏକ ଧମକପୂର୍ଣ୍ଣ ପୋଷ୍ଟର ମିଳିଛି।...

ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ବର, ୨୯ା୭(ବ୍ୟୁରୋ): ନୂଆଦିଲ୍ଲୀରେ ଆସନ୍ତା ଅଗଷ୍ଟ ୭ରେ ଅନୁଷ୍ଠିତ ହେବ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକ। ଏଥିରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ପିଏମ୍‌ଏଫ୍‌ବିୱାଇ ରାଶି ମିଳୁନି

ଭୁବନେଶ୍ୱର,୨୪।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିୱାଇ)ର ସୁଫଳ ରାଜ୍ୟର ଚାଷୀଙ୍କୁ ମିଳୁନାହିଁ। ବୀମା କମ୍ପାନୀଗୁଡ଼ିକ ଚାଷୀଙ୍କ ପ୍ରିମିୟମ ପଇସା ନେଇ ମାଲାମାଲ ହେଉଛନ୍ତି। ବନ୍ୟା,...

Advertisement
Archives

Model This Week