ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫) ଓ ବଡଗା ଦିଗାଲ(୪୫)। ସଦର ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ ଶୁକ୍ରବାର ଟାଉନ୍‌ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଏସ୍‌ଡିପିଓ ମୁର୍ମୁଙ୍କ ସୂଚନା ଅନୁଯାୟୀ, ଗୁରୁବାର ଗୋଚ୍ଛାପଡା ଥାନା ଡ୍ରେସରୁଠାରେ କେତେଜଣ ମାଫିଆ ବିପୁଳ ପରିମାଣ ଗଞ୍ଜେଇ ଚାଲାଣ ପାଇଁ ଠୁଳ କରିଥିବା ସୂଚନା ମିଳିଥିଲା। ଥାନା ଅଧିକାରୀ ତୃପ୍ତି ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢାଉ କରିଥିଲା। ସେଠାରୁ ୪୧ ବସ୍ତା ଗଞ୍ଜେଇ ଜବତ ହୋଇଥିଲା। ଓଜନ ପରେ ୨ଟନ୍‌ ୨୦ କେଜି ଥିବା ଜଣାପଡିଥିଲା। ଏହି ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଚାଲାଣ ପାଇଁ ରହିଥିବା ଗିରଫ ଅଭିଯୁକ୍ତମାନେ କହିଛନ୍ତି। ନଂ.୩୫/୨୦ରେ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri